Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୨୮୯ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୨୮୯ କୁ ବୃଦ୍ଧି

August 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୧୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୦ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୭ ଜଣ, ଅନୁଗୁଳ, ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୫ ଜଣ ଏବଂ ବାଲେଶ୍ଵର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୩ ହଜାର ୨୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୪୯୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୨୮୯ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୩ ଯାଏଁ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

September 28, 2026

‘ସାହିତ୍ୟ ସଂସ୍କୃତି ସମାରୋହ’ ଅନୁଷ୍ଠାନର ଷଷ୍ଠ ବାର୍ଷିକୋତ୍ସବ

September 28, 2026

ୟୁପିଆଇ କାରବାରରେ ୦.୪% MDR ଶୁଳ୍କକୁ ଚ୍ୟାଲେଞ୍ଜ୍: ସୁପ୍ରିମକୋର୍ଟରେ ଆଜି ଶୁଣାଣି

September 28, 2026

ଏକ ହଜାର କୋଟିର ନିବେଶ ପାଇଁ ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ

September 28, 2026
Latest News

ଆସନ୍ତା ୩ ଯାଏଁ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

September 28, 2026

କଞ୍ଚାମାଲ ଦର ବୃଦ୍ଧିର ପ୍ରଭାବ: ଅକ୍ଟୋବର ୧ ରୁ ୮% ପର୍ଯ୍ୟନ୍ତ ମହଙ୍ଗା ହେବ ଏସି, ଟିଭି, ଫ୍ରିଜ୍

September 28, 2026

‘ସାହିତ୍ୟ ସଂସ୍କୃତି ସମାରୋହ’ ଅନୁଷ୍ଠାନର ଷଷ୍ଠ ବାର୍ଷିକୋତ୍ସବ

September 28, 2026

ୟୁପିଆଇ କାରବାରରେ ୦.୪% MDR ଶୁଳ୍କକୁ ଚ୍ୟାଲେଞ୍ଜ୍: ସୁପ୍ରିମକୋର୍ଟରେ ଆଜି ଶୁଣାଣି

September 28, 2026

ମୋବାଇଲ୍ ଗ୍ରାହକଙ୍କ ପାଇଁ ଖୁସି ଖବର: ଆସିଲା ଟ୍ରାଇ’ର ନୂଆ ରିଚାର୍ଜ ନିୟମ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.