Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୩୦ ହଜାର ୯୪୮ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୩୦ ହଜାର ୯୪୮ ଆକ୍ରାନ୍ତ ଚିହ୍ନଟ

August 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୯୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୪ ଲକ୍ଷ ୨୪ ହଜାର ୨୩୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୪ ହଜାର ୩୬୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୬ ଲକ୍ଷ ୩୬ ହଜାର ୪୬୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୫୩ ହଜାର ୩୯୮ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Latest News

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.