Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିକୁ ଅଲୀ ବା ବଜରଙ୍ଗବଲୀ ଭୋଟ ମିଳିବନି : ମାୟାବତୀ
ଆଜିର ଖବର

ବିଜେପିକୁ ଅଲୀ ବା ବଜରଙ୍ଗବଲୀ ଭୋଟ ମିଳିବନି : ମାୟାବତୀ

April 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mayawati slams bjp on alibajarangballi issue
mayawati slams bjp on alibajarangballi issue

ବହୁଜନ ସମାଜବାଦୀ ପାର୍ଟି (ବିଏସ୍‌ପି) ନେତ୍ରୀ ତଥା ଉତ୍ତରପ୍ରଦେଶର ପୂର୍ବ ମୁଖ୍ୟମନ୍ତ୍ରୀ ମାୟାବତୀ ଯୋଗୀ ଆଦିତ୍ୟନାଥଙ୍କ ‘ଅଲୀ-ବଜରଙ୍ଗବାଲୀ’ ମନ୍ତବ୍ୟ ଉପରେ କଡା ଟିପ୍ପଣୀ ଦେଇଛନ୍ତି। ସେ କହିଛନ୍ତି, ବିଜେପିକୁ ନାହିଁତ ଅଲୀଙ୍କ ଭୋଟ ମିଳିବ ନାହିଁ ବଜରଙ୍ଗବଲୀଙ୍କର ତେଣୁ ବିଜେପି ନେତା ସାବଧାନ ରହିବା ଉଚିତ୍‌। ମଙ୍ଗଳବାର ଦିନ ଆଦିତ୍ୟନାଥ କହିଥିଲେ ସପା- ବସ୍‌ପା ମେଣ୍ଟ ଅଲୀଙ୍କ ଉପରେ ନିର୍ଭରଶୀଳ ଯେତେବେଳେକି ବିଜେପି ବଜରଙ୍ଗବଲୀଙ୍କ ଉପରେ ଭରସା ରଖିଛି। ଗତବର୍ଷ ଯୋଗୀ ବଜରଙ୍ଗବଲୀଙ୍କୁ ବନବାସୀ ଏବଂ ଦଳିତ ବୋଲି କହିଥିଲେ ତେଣୁ ଦଳିତ ଭାବରେ ବଜରଙ୍ଗବଲୀ ସର୍ବଦା ବିଏସ୍‌ପି ସମର୍ଥନରେ ରହିବେ ବୋଲି କହିଛନ୍ତି ମାୟାବତୀ। ଦଳିତ ସମାଜ ଅନେକ ଦିନରୁ ଉଭୟ କଂଗ୍ରେସ ଏବଂ ବିଜେପିକୁ ପରିତ୍ୟାଗ କରି ସାରିଛି। ନିର୍ବାଚନରେ ସମାଜବାଦୀ ପାର୍ଟି ଏବଂ ବିଏସ୍‌ପି ମେଣ୍ଟକୁ ସମାଜର ସବୁ ବର୍ଗର ଲୋକ ସମର୍ଥନ କରିବେ ଏବଂ ଆଗାମୀ ସରକାର ସପା-ବସ୍‌ପା ମହାମେଣ୍ଟ ଗଠନ କରିବ ବୋଲି ମାୟାବତୀ ଦୃଢୋକ୍ତି ପ୍ରକାଶ କରିଛନ୍ତି।

 

BJP thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026

ଚିଲିକାରେ ବିଜେପି ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ: ଜଣେ ଗୁରୁତର

February 26, 2026
Latest News

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.