Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁକମା ଜଙ୍ଗଲରେ ଜବାନଙ୍କ ଦ୍ଵାରା ଜାରି ରହିଛି ଏନକାଉଣ୍ଟର: ଦୁଇ ନକ୍ସଲ ନିହତ
ଆଜିର ଖବର

ସୁକମା ଜଙ୍ଗଲରେ ଜବାନଙ୍କ ଦ୍ଵାରା ଜାରି ରହିଛି ଏନକାଉଣ୍ଟର: ଦୁଇ ନକ୍ସଲ ନିହତ

August 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ ମୁକ୍ତ ଭାରତ
ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

ରାୟପୁର: ଛତିଶଗଡର ମାଓବାଦୀ ପ୍ରଭାବିତ ସୁକମା ଜଙ୍ଗଲରେ ନକ୍ସଲ ଏବଂ ଜବାନଙ୍କ ମଧ୍ୟରେ ଏକ ଭୀଷଣ ମୁକାବିଲା ଚାଲିଛି। ଖବର ଅନୁଯାୟୀ ସୁକମା ଜିଲ୍ଲାର କୋଣ୍ଟା ବ୍ଲକର ଗୋମପାଦ ଜଙ୍ଗଲରେ ଏହି ଏନକାଉଣ୍ଟର ଚାଲିଛି। ଏପର୍ଯ୍ୟନ୍ତ ଦୁଇଜଣ ନକ୍ସଲଙ୍କୁ ହତ୍ୟା କରାଯାଇଛି।

ଖବର ଅନୁଯାୟୀ, ଏହି ଏନକାଉଣ୍ଟର ସକାଳ ୫ ଟାରୁ ଚାଲିଛି। ଏନକାଉଣ୍ଟର ମଧ୍ୟରେ ପୋଲିସ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛି। ଏଥିରେ ଜଣେ ନକ୍ସଲ କମାଣ୍ଡରଙ୍କ ମୃତ୍ୟୁ ଖବର ମଧ୍ୟ ରହିଛି। ଅଗଷ୍ଟ ୧୬ ତାରିଖରେ ଛତିଶଗଡର ବିଜାପୁର ଜିଲ୍ଲାରେ ନକ୍ସଲ କମାଣ୍ଡର କୁଞ୍ଜମଙ୍କ ଆତ୍ମସମର୍ପଣ ମଧ୍ୟ ମାଓବାଦୀଙ୍କ ପାଇଁ ଏକ ବଡ଼ ଝଟକା।

ଏନକାଉଣ୍ଟର ଛତିଶଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026
Latest News

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026

୨୦୩୬ ସୁଦ୍ଧା ଓଡ଼ିଶା ହେବ ୫୦୦ ବିଲିଅନ ଡଲାର ଅର୍ଥନୀତିର ରାଜ୍ୟ: ମୁଖ୍ୟମନ୍ତ୍ରୀ

April 18, 2026

Weight Loss Tips: ଚା’ ଓ କଫି ପିଅନ୍ତୁ, ଓଜନ ହ୍ରାସ କରନ୍ତୁ

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.