Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓବିସି ପ୍ରସଙ୍ଗରେ ବିଜେଡ଼ିର ସାମ୍ବାଦିକ ସମ୍ମିଳନୀ: ୫୦ ପ୍ରତିଶତ ସଂରକ୍ଷଣ ସୀମା ହଟାଇବାକୁ ଦାବି
ଆଜିର ଖବର

ଓବିସି ପ୍ରସଙ୍ଗରେ ବିଜେଡ଼ିର ସାମ୍ବାଦିକ ସମ୍ମିଳନୀ: ୫୦ ପ୍ରତିଶତ ସଂରକ୍ଷଣ ସୀମା ହଟାଇବାକୁ ଦାବି

August 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଓବିସି ପ୍ରସଙ୍ଗରେ ବିଜେଡ଼ି ଏକ ସାମ୍ବାଦିକ ସମ୍ମିଳନୀ କରିଛି। ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ି ପକ୍ଷରୁ ଜାତିଭିତ୍ତିକ ଜନଗଣନା ପାଇଁ ଦାବି କରାଯାଇଛି। ଏହା ଦ୍ଵାରା ପଛୁଆବର୍ଗଙ୍କ ପ୍ରକୃତ ସଂଖ୍ୟା ଜଣାପଡିବ। ପଛୁଆବର୍ଗଙ୍କ ପ୍ରକୃତ ସଂଖ୍ୟା ଜାଣିଲେ ସେମାନଙ୍କ ବିକାଶ କରାଯାଇପାରିବ। ଏହା ସହିତ ୫୦ ପ୍ରତିଶତ ସଂରକ୍ଷଣ ସୀମାକୁ ହଟାଇବା ପାଇଁ ବିଜେଡ଼ି ଦାବି କରିଛି। ବିଭିନ୍ନ ବର୍ଗର ଜନସଂଖ୍ୟା ଅନୁପାତରେ ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ ଭିନ୍ନ ଅଟେ। ଓଡିଶାରେ ୫୪ ପ୍ରତିଶତ ଲୋକ ଓବିସି ଥିବା ବେଳେ ୪୦ ପ୍ରତିଶତ ଲୋକ ଏସସି/ଏସଟି ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାତିଭିତ୍ତିକ ଜନଗଣନା ପ୍ରସ୍ତାବକୁ ଅନେକ ରାଜ୍ୟ ମଧ୍ୟ ସମର୍ଥନ କରୁଛି।

ସେହିଭଳି ଏନଡିଏର ଅଂଶୀଦାର ଦଳ ମଧ୍ୟ ଜାତିଭିତ୍ତିକ ଜନଗଣନା ସପକ୍ଷରେ ଅଛନ୍ତି। ଦାବି ପୂରଣ ନହେବା ଯାଏଁ ପଲ୍ଲୀରୁ ଦିଲ୍ଲୀ ଯାଏଁ ଆନ୍ଦୋଳନ ଜାରି ରହିବ। ସେଥିପାଇଁ ବିଜେପି ନେତା ମାନେ ଏହା ଉପରେ ବିଚାର କରନ୍ତୁ। ବିଜେପି ନେତାମାନଙ୍କ ଏହି ମାମଲାରେ ନୀରବ ରହିବା ପଛୁଆବର୍ଗ ପ୍ରତି ସେମାନଙ୍କର ମନୋଭାବ କଣ ରହିଛି ଜଣାପଡୁଛି। ଆଜି ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଏବଂ ଅରୁଣ କୁମାର ସାହୁ ଏନେଇ ଦାବି କରିବା ସହ ଓଡିଶାର ବିଜେପି ନେତାଙ୍କ ଆଭିମୁଖ୍ୟକୁ ନେଇ ସମାଲୋଚନା କରିଛନ୍ତି।

ବିଜେଡି ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026
Latest News

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.