Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୬୨୮ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୬୨୮ କୁ ବୃଦ୍ଧି

August 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୬୨୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର, ବରଗଡ ଜିଲ୍ଲାରୁ ୮ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନ  ଘଟିଛି। ସେହିଭଳି ସୁନ୍ଦରଗଡ, କଳାହାଣ୍ଡି, ଝାରସୁଗୁଡା, ଢେଙ୍କାନାଳ, ଦେବଗଡ, ବଲାଙ୍ଗୀରି ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ଵର, ଖୋର୍ଦ୍ଧା, ପୁରୀ, ରାୟଗଡା ଏବଂ ସୋନପୁର ଜିଲ୍ଲାରୁ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୮ ହଜାର ୯୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮ ହଜାର ୨୮୮ ଜଣ। ସେହିଭଳି ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୬୨୮ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ରେଳରେ ବିଦ୍ୟୁତୀକରଣ ଦ୍ୱାରା ଡିଜେଲ ବ୍ୟବହାର ୧୭୮ କୋଟି ଲିଟରକୁ ହ୍ରାସ

February 12, 2026

Konark Dance & Music Festival: କୋଣାର୍କ ନାଟ୍ୟ ମଣ୍ଡପରେ ଫେବୃୟାରୀ 19 ରେ ହେବ ନୃତ୍ୟ ଉତ୍ସବ

February 12, 2026

କେରଳ ରାଜ୍ୟପାଳଙ୍କ ସହ ମତବିନିମୟ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 12, 2026

ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଘାଟିତ: ଶିକ୍ଷାରେ ନବଚେତନାର ସ୍ପନ୍ଦନ

February 12, 2026
Latest News

ଭାରତୀୟ ରେଳରେ ବିଦ୍ୟୁତୀକରଣ ଦ୍ୱାରା ଡିଜେଲ ବ୍ୟବହାର ୧୭୮ କୋଟି ଲିଟରକୁ ହ୍ରାସ

February 12, 2026

Konark Dance & Music Festival: କୋଣାର୍କ ନାଟ୍ୟ ମଣ୍ଡପରେ ଫେବୃୟାରୀ 19 ରେ ହେବ ନୃତ୍ୟ ଉତ୍ସବ

February 12, 2026

କେରଳ ରାଜ୍ୟପାଳଙ୍କ ସହ ମତବିନିମୟ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

February 12, 2026

ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଘାଟିତ: ଶିକ୍ଷାରେ ନବଚେତନାର ସ୍ପନ୍ଦନ

February 12, 2026

ଆସନ୍ତାକାଲି ‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ-୧ ଓ ୨’ ର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.