Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୬୯୭ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୬୯୭ କୁ ବୃଦ୍ଧି

August 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୬୯୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ ଜଣ, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି ଅନୁଗୁଳ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, କେନ୍ଦୁଝର, ପୁରୀ ଜିଲ୍ଲାରୁ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୮ ହଜାର ୮୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮ ହଜାର ୨୭୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୬୯୭ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026

ଚାଷଜମିର କ୍ଷୟକ୍ଷତି ଆକଳନ କରି ଚବିଶ ଘଣ୍ଟା ନ ପୂରୁଣୁ କ୍ଷତିପୂରଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

July 7, 2026

ବୈଭବଙ୍କ ପରେ ଟିମ୍ ଇଣ୍ଡିଆରେ ଡେବ୍ୟୁ କରିବେ ଏହି ଚାରି ଖେଳାଳି: ଜିମ୍ବାୱେ ସିରିଜରେ ମିଳିବ ସୁଯୋଗ

July 7, 2026
Latest News

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026

ଚାଷଜମିର କ୍ଷୟକ୍ଷତି ଆକଳନ କରି ଚବିଶ ଘଣ୍ଟା ନ ପୂରୁଣୁ କ୍ଷତିପୂରଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

July 7, 2026

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 7, 2026

ବୈଭବଙ୍କ ପରେ ଟିମ୍ ଇଣ୍ଡିଆରେ ଡେବ୍ୟୁ କରିବେ ଏହି ଚାରି ଖେଳାଳି: ଜିମ୍ବାୱେ ସିରିଜରେ ମିଳିବ ସୁଯୋଗ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.