Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯୮୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୯୮୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

August 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୧୧, କଟକରୁ ୧୩୪, ଯାଜପୁରରୁ ୫୭, ମୟୂରଭଞ୍ଜରୁ ୩୩, ପୁରୀରୁ ୩୩, ଜଗତସିଂହପୁରରୁ ୨୯, ସୋନପୁରରୁ ୨୫, କେନ୍ଦ୍ରାପଡାରୁ ୨୦, ବାଲେଶ୍ବରରୁ ୧୯, ସମ୍ବଲପୁରରୁ ୧୫, ଅନୁଗୁଳରୁ ୧୪, କନ୍ଧମାଳରୁ ୧୪, ନୟାଗଡରୁ ୧୪, କେନ୍ଦୁଝରରୁ ୧୧, ଭଦ୍ରକରୁ ୧୦, ଢେଙ୍କାନାଳରୁ ୧୦, ବଲାଙ୍ଗୀରିରୁ ୯, ଦେବଗଡରୁ ୯, ସୁନ୍ଦରଗଡରୁ ୮, ଗଞ୍ଜାମରୁ ୬, ବରଗଡରୁ ୪, ରାୟଗଡାରୁ ୩, କୋରାପୁଟରୁ ୨, ମାଲକାନଗିରିରୁ ୨, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୮୯ ହଜାର ୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ ହଜାର ୮୭୫ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୬୯୭ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Latest News

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.