Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ସରକାରୀ କାର୍ଯ୍ୟରେ ବୈଦ୍ୟୁତିକ ଯାନ ବ୍ୟବହାର ପାଇଁ କେନ୍ଦ୍ର ଓ ରାଜ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କ ପରାମର୍ଶ
PIB_NEWS

ସରକାରୀ କାର୍ଯ୍ୟରେ ବୈଦ୍ୟୁତିକ ଯାନ ବ୍ୟବହାର ପାଇଁ କେନ୍ଦ୍ର ଓ ରାଜ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କ ପରାମର୍ଶ

August 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମସ୍ତ ସରକାରୀ କାର୍ଯ୍ୟରେ ବୈଦ୍ୟୁତିକ ଯାନ ବ୍ୟବହାର କରିବାକୁ ରାଜ୍ୟଗୁଡିକୁ ଶକ୍ତି ମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ, ଦେଶରେ ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପ୍ରୟାସର ଏକ ଅଂଶ ଭାବରେ କେନ୍ଦ୍ର ଶକ୍ତି ତଥା ନୂତନ ଏବଂ ଅକ୍ଷୟ ଶକ୍ତି ମନ୍ତ୍ରୀ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ରାଷ୍ଟ୍ରମନ୍ତ୍ରୀ ଏବଂ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଭାରତ ସରକାରଙ୍କ ପଦକ୍ଷେପରେ ଯୋଗଦେବା ସହିତ ସରକାରୀ ମନ୍ତ୍ରଣାଳୟ ତଥା ବିଭାଗରେ ଥିବା ଯାନଗୁଡିକୁ ବର୍ତ୍ତମାନର ଆଭ୍ୟନ୍ତରୀଣ ଜାଳେଣି ଇଞ୍ଜିନ (ଆଇସିଇ) ପେଟ୍ରୋଲ ଏବଂ ଡିଜେଲ ଯାନରୁ ବୈଦ୍ୟୁତିକ ଯାନରେ ପରିଣତ କରିବାକୁ ପରାମର୍ଶ ଦେଇଛନ୍ତି ।

ଏହିପରି ପ୍ରୟାସ ସାଧାରଣ ଜନତାଙ୍କ ପାଇଁ ଏକ ଉଦାହରଣ ସୃଷ୍ଟି କରିବ ଏବଂ ସେମାନଙ୍କୁ ଇ-ମୋବିଲିଟିକୁ ଦିଗରେ ଯିବାକୁ ଉତ୍ସାହିତ କରିବ ବୋଲି ଆଶା କରାଯାଏ । ଏହି ପଦକ୍ଷେପ ହେଉଛି ଏକାଧିକ ଉଦ୍ଦେଶ୍ୟ ପୂରଣ କରିବା ପାଇଁ ବୈଦ୍ୟୁତିକ ଯାନ (ଇଭି) କୁ ପ୍ରୋତ୍ସାହିତ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଗୋ ଇଲେକଟ୍ରିକ କ୍ୟାମ୍ପେନର ଏକ ଅଂଶ । ନିର୍ଗମନ ସ୍ତର ହ୍ରାସ, ଶକ୍ତି ନିରାପତ୍ତା, ଶକ୍ତି ଦକ୍ଷତା ଇତ୍ୟାଦି ଲକ୍ଷ୍ୟ ହାସଲ କରିବା ଏହାର ଉଦ୍ଦେଶ୍ୟ ।

EV ବୈଦ୍ୟୁତିକ ଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026

ଫେବୃୟାରୀ ମାସରେ କଣ ରହିଛି ବଡ ପର୍ବପର୍ବାଣୀ, ମହାଶିବ ରାତ୍ରୀ କେବେ

February 1, 2026

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026
Latest News

ଇସଲାମ ଛାଡି ହିନ୍ଦୁ ନାମ ରଖିଛନ୍ତି କି ଉର୍ଫି ଜାଭେଦ?: ସ୍ପଷ୍ଟ କଲେ ଅଭିନେତ୍ରୀ

February 1, 2026

ବଜେଟ 2026 କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ପ୍ରତିକ୍ରିୟା, କହିଲେ…….

February 1, 2026

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026

ସୁବର୍ଣ୍ଣପୁର ସୁଭଦ୍ରା ଶକ୍ତିମେଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପ ଭେଟି 

February 1, 2026

ଫେବୃୟାରୀ ମାସରେ କଣ ରହିଛି ବଡ ପର୍ବପର୍ବାଣୀ, ମହାଶିବ ରାତ୍ରୀ କେବେ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.