Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୭୬୫ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୭୬୫ କୁ ବୃଦ୍ଧି

August 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୭୬୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ଲେଖାଏଁ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ଅନୁଗୁଳ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି ନୟାଗଡ ଜିଲ୍ଲାରୁ ୨ ଜଣ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

Dharmendra Statement: ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

August 9, 2026

Loan Recovery Rules: ଋଣ ଆଦାୟ ପାଇଁ RBIର ନୂଆ ନିୟମ,ଏଣିକି ରାତିରେ ହେବ ନାହିଁ କଲ

August 9, 2026

ୟୁପିଆଇ ବ୍ୟବହାରକାରୀଙ୍କ ପାଇଁ କୌଣସି ଶୁଳ୍କ ନାହିଁ: ଅର୍ଥ ମନ୍ତ୍ରଣାଳୟ

August 9, 2026

ମୁମ୍ବାଇରେ ଏନୟୁସିଏଫଡିସିର ନୂତନ ପରିସର ଲୋକାର୍ପିତ

August 9, 2026
Latest News

ଇ-୨୦ ପେଟ୍ରୋଲରେ କ୍ଲୋରାଇଡ୍ ଓ ଜଳୀୟ ବାଷ୍ପ ଅଛି?: ପରୀକ୍ଷଣରୁ ହେଲା ସ୍ପଷ୍ଟ

August 9, 2026

Dharmendra Statement: ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

August 9, 2026

Loan Recovery Rules: ଋଣ ଆଦାୟ ପାଇଁ RBIର ନୂଆ ନିୟମ,ଏଣିକି ରାତିରେ ହେବ ନାହିଁ କଲ

August 9, 2026

ୟୁପିଆଇ ବ୍ୟବହାରକାରୀଙ୍କ ପାଇଁ କୌଣସି ଶୁଳ୍କ ନାହିଁ: ଅର୍ଥ ମନ୍ତ୍ରଣାଳୟ

August 9, 2026

ମୁମ୍ବାଇରେ ଏନୟୁସିଏଫଡିସିର ନୂତନ ପରିସର ଲୋକାର୍ପିତ

August 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.