Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୮୩୪ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୮୩୪ କୁ ବୃଦ୍ଧି

August 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୮୩୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ, ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ବାଲେଶ୍ଵର, ଢେଙ୍କାନାଳ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ ଲେଖାଏଁ, ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି ପୁରୀ ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୦ ହଜାର ୭୯୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୮୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୮୩୪ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026

ନନ୍ଦିଗ୍ରାମ ଉପନିର୍ବାଚନ: ଶୁଭେନ୍ଦୁ ଅଧିକାରୀଙ୍କ ପୂର୍ବତନ ପିଏଙ୍କ ମାଆଙ୍କୁ ଟିକେଟ୍ ଦେଲା ବିଜେପି

September 15, 2026
Latest News

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

ନିଯୁକ୍ତି ପରୀକ୍ଷାକୁ ନେଇ କଂଗ୍ରେସ ଉପରେ ବର୍ଷିଲେ ବାଂଶୁରୀ ସ୍ୱରାଜ: ରାହୁଲ ଗାନ୍ଧୀଙ୍କୁ କଲେ ପ୍ରଶ୍ନ

September 15, 2026

ଓରାକଲରେ ପୁଣି ବଡ଼ ଛଟେଇ, ଚାକିରି ହରାଇଲେ ହଜାର ହଜାର କର୍ମଚାରୀ

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026

ୟୁସିସି ଉପରେ ଗୃହମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ଓମାର ଅବଦୁଲ୍ଲା: ରାଜି ହେବ କି କେନ୍ଦ୍ର?

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.