Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୫ ହଜାର ୮୩ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୫ ହଜାର ୮୩ ଆକ୍ରାନ୍ତ

August 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୫ ହଜାର ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୬ ଲକ୍ଷ ୯୫ ହଜାର ୩୦ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୭ ହଜାର ୮୩୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୮ ଲକ୍ଷ ୮୮ ହଜାର ୬୪୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୬୮ ହଜାର ୫୫୮ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ନନ୍ଦନକାନନରେ ୫ ଓରାଙ୍ଗଓଟାନ୍ ଛୁଆଙ୍କୁ ମ୍ୟୁଜିକ୍ ଥେରାପି: ଆକ୍ଟିଭ୍ କରିବାକୁ ପ୍ରୟାସ

September 10, 2026

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026

ଭାଙ୍ଗିଲା ୬୫ ବର୍ଷର ଇତିହାସ: ଦୁଲୀପ ଟ୍ରଫିରେ ଇତିହାସ ରଚିଲେ ଇଶାନ କିଶାନ

September 10, 2026

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

September 10, 2026
Latest News

ନନ୍ଦନକାନନରେ ୫ ଓରାଙ୍ଗଓଟାନ୍ ଛୁଆଙ୍କୁ ମ୍ୟୁଜିକ୍ ଥେରାପି: ଆକ୍ଟିଭ୍ କରିବାକୁ ପ୍ରୟାସ

September 10, 2026

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026

ଭାଙ୍ଗିଲା ୬୫ ବର୍ଷର ଇତିହାସ: ଦୁଲୀପ ଟ୍ରଫିରେ ଇତିହାସ ରଚିଲେ ଇଶାନ କିଶାନ

September 10, 2026

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

September 10, 2026

ସାହାରା ନିବେଶକଙ୍କ ପାଇଁ ବଡ଼ ଖବର: ଆରମ୍ଭ ହେଲା ରିଫଣ୍ଡ ପୋର୍ଟାଲ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.