Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨ ହଜାର ୯୦୯ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୨ ହଜାର ୯୦୯ ଆକ୍ରାନ୍ତ

August 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୯୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୭ ଲକ୍ଷ ୩୭ ହଜାର ୯୩୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୮ ହଜାର ୨୧୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୯ ଲକ୍ଷ ୨୩ ହଜାର ୪୦୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୭୬ ହଜାର ୩୨୪ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍ ଚିହ୍ନଟ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.