Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧ ରୁ ବିଧାନସଭା ମୌସୁମୀ ଅଧିବେଶନ: ୪୯୩ ଜଣଙ୍କ ମଧ୍ୟରୁ ୨ ଜଣ ପଜେଟିଭ ଚିହ୍ନଟ
ଆଜିର ଖବର

ଆସନ୍ତା ୧ ରୁ ବିଧାନସଭା ମୌସୁମୀ ଅଧିବେଶନ: ୪୯୩ ଜଣଙ୍କ ମଧ୍ୟରୁ ୨ ଜଣ ପଜେଟିଭ ଚିହ୍ନଟ

August 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତା ମାସ ୧ ତାରିଖରୁ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତେଣୁ ସେଥିପାଇଁ ସବୁ ବିଧାୟକ, ମନ୍ତ୍ରୀ ଓ କର୍ମଚାରୀଙ୍କୁ କରୋନା ପରୀକ୍ଷା କରିବା ବାଧ୍ୟତାମୂଳକ ହୋଇଛି। ରିପୋର୍ଟ ନେଗେଟିଭ ଆସିଲେ ଅଧିବେଶନରେ ଭାଗ ନେବା ପାଇଁ ସୁଯୋଗ ମିଳିବ। ତେବେ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ୪୯୩ ଜଣଙ୍କ କୋଭିଡ ପରୀକ୍ଷା କରାଯାଇଥିବା ବେଳେ ୨ ଜଣ ପଜେଟିଭ ଚିହ୍ନଟ ହୋଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଏଥର ମୌସୁମୀ ଅଧିବେଶନ ଦୈନିକ ୫ ଘଣ୍ଟା ଚାଲିବ। ଦୁଇଟି ପର୍ଯ୍ୟାୟରେ ଗୃହ କାର୍ଯ୍ୟ ଚାଲିବ। ପ୍ରଥମ ପର୍ଯ୍ୟାୟ ସକାଳ ସାଢେ ୧୦ ଟାରୁ ସାଢେ ୧ ଟା ଏବଂ ଦ୍ଵିତୀୟ ପର୍ଯ୍ୟାୟ ଅପରାହ୍ନ ୪ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ଚାଲିବ। ଶନିବାର ଦିନ ମଧ୍ୟ ଗୃହ କାର୍ଯ୍ୟ ଚାଲିବ। ଏହି ସମୟରେ ଷ୍ଟାର ପ୍ରଶ୍ନ ଏବଂ ମୁଲତବୀ ଆଲୋଚନା ହେବ। ବିଜେପି  ୪ଟି ଏବଂ କଂଗ୍ରେସ ୨ ଟି ମୁଲତବୀ ପ୍ରସ୍ତାବ ଆଣିପାରିବେ।  ବିରୋଧୀ ଦଳ ନେତା ହସ୍ପିଟାଲରେ ଥିବାରୁ ସେ ଭିଡିଓ କଂଫରେନ୍ସରେ ଯୋଗ ଦେଇପାରିବେ।

ଓଡିଶା ବିଧାନସଭା ମୌସୁମୀ ଅଧିବେଶନ ରିପୋର୍ଟ ନେଗେଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026

ଝୀରମ ଘାଟୀ ନକ୍ସଲ ଆକ୍ରମଣ ମାମଲା: ୧୩ ବର୍ଷ ପରେ ୧୦ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କଲେ ଅଦାଲତ

September 5, 2026
Latest News

ରାଶିଫଳ: ସେପ୍ଟେମ୍ବର ୬ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହେବେ ଆଶ୍ଚର୍ଯ୍ୟ

September 6, 2026

ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଭାରତ: ଟି-୨୦ ମହିଳା ଏସିଆ କପ୍ ରେ ଚମତ୍କାର ବିଜୟ

September 5, 2026

ରଣପୁରରେ ସାମୂହିକ ଗୁରୁପୂଜନ ଉତ୍ସବ: ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉପହାର ଓ ସମ୍ବର୍ଦ୍ଧନା

September 5, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଓଡ଼ିଶାର ୪ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.