Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହତାଶ କର୍ମୀଙ୍କ ମନୋବଳ ବଢାଇବାକୁ ମାମୁଲି ପ୍ରସଙ୍ଗ ଉଠାଉଛି ବିଜେପି: ବିଜେଡି
ଆଜିର ଖବର

ହତାଶ କର୍ମୀଙ୍କ ମନୋବଳ ବଢାଇବାକୁ ମାମୁଲି ପ୍ରସଙ୍ଗ ଉଠାଉଛି ବିଜେପି: ବିଜେଡି

August 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ହତାଶ କର୍ମୀଙ୍କ ମନୋବଳ ବଢାଇବାକୁ ମାମୁଲି ପ୍ରସଙ୍ଗ ଉଠାଉଛି ବିଜେପି: ବିଜେଡି

ଭୁବନେଶ୍ୱର, ସାଧାରଣ ନିର୍ବାଚନ ଓ ପରବର୍ତ୍ତୀ ଉପନିର୍ବାଚନଗୁଡିକରେ ଲଗାତାର ପରାଜୟ ଯୋଗୁଁ ଓଡିଶା ବିଜେପି ନେତା ଓ କର୍ମୀମାନଙ୍କ ମନୋବଳ ଭାଙ୍ଗିବା ସହିତ ସେମାନେ ହତୋତ୍ସାହିତ ହୋଇ ପଡିଛନ୍ତି । ସେମାନଙ୍କୁ ଉତ୍ସାହିତ କରିବା ସହିତ ଓଡିଶା ବିଜେପି ପ୍ରତିଦିନ ଗଣମାଧ୍ୟମରେ ତିଷ୍ଠି ରହିବାପାଇଁ ଅତି ମାମୁଲି ପ୍ରସଙ୍ଗ ଉଠାଉଛି ଯାହା ରାଜନୈତିକ ଦୃଷ୍ଟି କୋଣରୁ ଆଦୌ ପ୍ରାସଙ୍ଗିକ ନୁହେଁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି ।

ରାଜ୍ୟ ବିଜେପି ସଭାପତିଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଭୁବନେଶ୍ୱର ସ୍ମାର୍ଟ ସିଟି ଭାରତର ଅନ୍ୟ ବିଜେପି ଶାସିତ ସହର ତୁଳନାରେ ବିକଶିତ ଓ ବହୁ ଭଲ ପରିଚାଳିତ । ତେଣୁ ଓଡିଶା ବିଜେପି ଏ କ୍ଷେତ୍ରରେ ଆତ୍ମ ନିରୀକ୍ଷଣ କରିବା ଉଚିତ୍‍ ବୋଲି ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ।

ବିଜେଡି ମୁଖପାତ୍ର ଲେନିନ ମହାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026
Latest News

ବିଦ୍ୟୁତ୍ ଆଘାତରେ ଚାଲିଗଲା ନାବାଳକର ଜୀବନ

September 11, 2026

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.