Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜରେସିଙ୍ଗା ଗ୍ରାମରେ ଅଘଟଣ: ବଜ୍ରପାତରେ ୨୬ ଗାଈ ମୃତ
ଆଜିର ଖବର

ଜରେସିଙ୍ଗା ଗ୍ରାମରେ ଅଘଟଣ: ବଜ୍ରପାତରେ ୨୬ ଗାଈ ମୃତ

August 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଆଜି ଅପରାହ୍ନରେ କିସିଣ୍ଡା ଥାନା ଜରେସିଙ୍ଗା ଗ୍ରାମରେ ବଜ୍ରପାତରେ ୨୬ ପଟ ଗାଈ, ବଳଦ ଓ ବାଛୁରୀ ମୃତ୍ୟୁ ବରଣ କରିଥିବା ଖବର ଜଣା ପଡିଛି।

ପ୍ରକାଶ ଯେ, ନାକଟିଦେଉଳ ବ୍ଲକ୍ ପାଣିମୋରା ପଂଚାୟତର ଜରାସିଙ୍ଗା ଗ୍ରାମରେ ଅପରାହ୍ନ ୧.୩୦ରେ ବଜ୍ରପାତ ହୋଇଥିଲା। ଗ୍ରାମର ଗାଈ ଗୋଠରେ ୨୬ ପଟ ଗାଈ ,ବଳଦ ଓ ବାଛୁରୀ ଥିବା ବେଳେ ବଜ୍ରପାତ ହୋଇଥିଲା। ବଜ୍ର ପାତରେ୨୬ ପଟ ମୃତ୍ୟୁବରଣ କରିଥିଲେ।

ଗ୍ରାମର ଗଦାଧର ନାଏକଙ୍କ ୨ ପଟ ଗାଈ, ୩ ବାଛୁରୀ ଓ ୨ ବଳଦ , ମହେନ୍ଦ୍ର ମଲ୍ଲିକଙ୍କ ୩ ପଟ ବଳଦ, ୨ ପଟ ଗାଈ, ୨ ପଟ ବାଛୁରୀ, ଗୟା ଦେହୁରୀଙ୍କ ୧ ପଟ ବଳଦ, ୧ ପଟ ଗାଈ, ୧ ପଟ ବାଛୁରୀ ସନ୍ତୋଷ ନାଏକ ଙ୍କ ୩ ପଟ ବଳଦ, ୩ ପଟ ଗାଈ ଓ ୩ ପଟ ବାଛୁରୀ ବଜ୍ର ପାତର ମୃତ୍ୟୁ ବରଣ କରିଥିବା ଜଣା ପଡିଛି। କ୍ଷତିଗ୍ରସ୍ତ ବ୍ୟକ୍ତିମାନଙ୍କ ଆବଶ୍ୟକୀୟ କ୍ଷତିପୂରଣ ଦେବାକୁ ଦାବୀ କରିଛନ୍ତି।

ଗାଈ ମୃତ ବଜ୍ରପାତ
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.