Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୪୩ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୪୩ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

August 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୪୯, କଟକରୁ ୧୩୪, ଯାଜପୁରରୁ ୪୫, ପୁରୀରୁ ୩୨, ବାଲେଶ୍ବରରୁ ୨୩, ସମ୍ବଲପୁରରୁ ୨୦, ମୟୂରଭଞ୍ଜରୁ ୧୮, ନୟାଗଡରୁ ୧୮, ଜଗତସିଂହପୁରରୁ ୧୭, ଢେଙ୍କାନାଳରୁ ୧୪, ଦେବଗଡରୁ ୧୨,  କେନ୍ଦ୍ରାପଡାରୁ ୧୨, ଭଦ୍ରକରୁ ୧୦, ରାୟଗଡାରୁ ୮, ସୁନ୍ଦରଗଡରୁ ୮, ଅନୁଗୁଳରୁ ୭, ବରଗଡରୁ ୭, ଗଞ୍ଜାମରୁ ୬, କୋରାପୁଟରୁ ୫, ଝାରସୁଗୁଡାରୁ ୪, କନ୍ଧମାଳାରୁ ୪, ବଲାଙ୍ଗୀରିରୁ ୨, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୨, ମାଲକାନଗିରିରୁ ୨, ସୋନପୁରରୁ ୨, ନବରଙ୍ଗପୁରରୁ ୧  ଏବଂ ଷ୍ଟେଟ ପୁଲରୁ ୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୯୨ ହଜାର ୪୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୧୧୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୬୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ କୁ ବୃଦ୍ଧି ହୋଇଛି।

ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଜୟ ଢୋଲକିଆ

October 18, 2025

ପାର୍ବଣ ଋତୁରେ ଯାତ୍ରୀ ଭିଡ ପରିଚାଳନା ପାଇଁ ପୂର୍ବ ତଟ ରେଳପଥ ପ୍ରସ୍ତୁତ 

October 18, 2025

ସାଇବର ସୁରକ୍ଷା ପାଇଁ ସରକାରଙ୍କ ବଡ ପଦକ୍ଷେପ, ନିଯୁକ୍ତ ହେବେ ୧୧୨୭ ଜଣ ପୋଲିସ, ୧୭୦ ଟେକ୍ନିକାଲ ଏକ୍ସପର୍ଟ

October 18, 2025

ଏଆଇସି-ସୋଆ ଫାଉଣ୍ଡେସନ: ଓଡ଼ିଶାର ନବୀକରଣ ଓ ଉଦ୍ୟୋଗୀକରଣର ନୂତନ ହବ

October 18, 2025
Latest News

Nuapada Byelection: ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଜୟ ଢୋଲକିଆ

October 18, 2025

ନାଚୁଣୀ ମହାବିଦ୍ୟାଳୟରେ ପୋଷଣ ମାସ-୨୦୨୫ କାର୍ଯ୍ୟକ୍ରମ

October 18, 2025

ପାର୍ବଣ ଋତୁରେ ଯାତ୍ରୀ ଭିଡ ପରିଚାଳନା ପାଇଁ ପୂର୍ବ ତଟ ରେଳପଥ ପ୍ରସ୍ତୁତ 

October 18, 2025

ସାଇବର ସୁରକ୍ଷା ପାଇଁ ସରକାରଙ୍କ ବଡ ପଦକ୍ଷେପ, ନିଯୁକ୍ତ ହେବେ ୧୧୨୭ ଜଣ ପୋଲିସ, ୧୭୦ ଟେକ୍ନିକାଲ ଏକ୍ସପର୍ଟ

October 18, 2025

ଏଆଇସି-ସୋଆ ଫାଉଣ୍ଡେସନ: ଓଡ଼ିଶାର ନବୀକରଣ ଓ ଉଦ୍ୟୋଗୀକରଣର ନୂତନ ହବ

October 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.