Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

September 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୬୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୬୭, କଟକରୁ ୬୦, ବାଲେଶ୍ବରରୁ ୪୬, ଯାଜପୁରରୁ ୩୨, ପୁରୀରୁ ୨୫, ଜଗତସିଂହପୁରରୁ ୨୨, ସମ୍ବଲପୁରରୁ ୨୧, ଅନୁଗୁଳରୁ ୨୦, ବରଗଡରୁ ୧୮, କେନ୍ଦ୍ରାପଡାରୁ ୧୩, କେନ୍ଦୁଝରରୁ ୧୨, ସୁନ୍ଦରଗଡରୁ ୧୦, ଦେବଗଡରୁ ୯, ଢେଙ୍କାନାଳରୁ ୯, ନୟାଗଡରୁ ୯, ଭଦ୍ରକରୁ ୮, ମୟୂରଭଞ୍ଜରୁ ୬, ଗଞ୍ଜାମରୁ ୪, କନ୍ଧମାଳରୁ ୪, କୋରାପୁଟରୁ ୩, ନୂଆପଡାରୁ ୩, ବଲାଙ୍ଗୀରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୯୩ ହଜାର ୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୪୬୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୪୯୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

EPFO Alert: ନଭେମ୍ବର ୧୫ ପୂର୍ବରୁ PF ଜମା କରନ୍ତୁ, ନଚେତ୍ ବଢ଼ିବ ଆର୍ଥିକ ବୋଝ

November 14, 2026

ଭୋଗରାଇ କାଳୀପୂଜା ମେଳାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

November 14, 2026

କାଳୀପୂଜା ମେଳାରେ ଭୟଙ୍କର ଅଗ୍ନିକାଣ୍ଡ! ଜଳିଗଲା ୧୦ରୁ ଅଧିକ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

November 14, 2026

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ଆନ୍ଧ୍ର-ଓଡ଼ିଶା ଉପକୂଳ ମୁହାଁ ‘ଅକ୍‌ଭାନ୍‌’! ୧୮ରୁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

November 14, 2026
Latest News

EPFO Alert: ନଭେମ୍ବର ୧୫ ପୂର୍ବରୁ PF ଜମା କରନ୍ତୁ, ନଚେତ୍ ବଢ଼ିବ ଆର୍ଥିକ ବୋଝ

November 14, 2026

ଭୋଗରାଇ କାଳୀପୂଜା ମେଳାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

November 14, 2026

କାଳୀପୂଜା ମେଳାରେ ଭୟଙ୍କର ଅଗ୍ନିକାଣ୍ଡ! ଜଳିଗଲା ୧୦ରୁ ଅଧିକ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

November 14, 2026

ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା: ଆନ୍ଧ୍ର-ଓଡ଼ିଶା ଉପକୂଳ ମୁହାଁ ‘ଅକ୍‌ଭାନ୍‌’! ୧୮ରୁ ପ୍ରବଳ ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

November 14, 2026

WhatsApp New Feature: ନିଜ ଠିକଣା ସେୟାର କରିବାକୁ ଆଉ ଦରକାର ପଡ଼ିବନି ଫଟୋ କିମ୍ବା ଭିଡିଓ

November 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.