Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ କମିଲା କୋରୋନଜନିତ ମୃତ୍ୟୁ ସଂଖ୍ୟା: ମୋଟ ସଂଖ୍ୟା ୮ ହଜାର ୨୮ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ କମିଲା କୋରୋନଜନିତ ମୃତ୍ୟୁ ସଂଖ୍ୟା: ମୋଟ ସଂଖ୍ୟା ୮ ହଜାର ୨୮ କୁ ବୃଦ୍ଧି

September 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୩ ହଜାର ୯୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ କୋରୋନଜନିତ ମୃତ୍ୟୁ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.