Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି ନେତାଙ୍କ ହତ୍ୟା ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ବିଜେପି ନେତାଙ୍କ ହତ୍ୟା ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

April 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik condems to violence
naveen pattanaik condems to violence

ରବିବାର ବିଳମ୍ବିତ ରାତ୍ରୀରେ ଖୋର୍ଦ୍ଧାର ନବୀନବାଗ ଠାରେ ଖୋର୍ଦ୍ଧାରେ ବିଜେପି ନେତା ତଥା ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ବାଚନ କମିସନଙ୍କୁ ଅନୁରୋଧ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ ମଧ୍ୟ କରିଛନ୍ତି।  ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଖୋର୍ଦ୍ଧାରେ ହୋଇଥିବା ହିଂସାକୁ ସେ ଦୃଢ଼ ନିନ୍ଦା କରିଛନ୍ତି। ଏବଂ ନିର୍ବାଚନ କମିଶନଙ୍କୁ ଏହି ଘଟଣାରେ ଦୃଢ ପଦକ୍ଷେପ ଗ୍ରହଣ କରିବାକୁ ପୋଲିସ୍‌କୁ ନିର୍ଦ୍ଦେଶ ଦେବା ପାଇଁ ଅନୁରୋଧ କରିଛନ୍ତି। ଯେପରିକି ପରବର୍ତ୍ତୀ ସମୟରେ ଏପରି ଘଟଣାର ପୁନରାବୃତ୍ତି ହେବ ନାହିଁ ବୋଲି ନବୀନ କହିଛନ୍ତି। ସମ୍ପୃକ୍ତ ବିଜେପି ନେତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ।

bjpworker naveenpattanaik shotdead thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.