Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ଆସନ୍ତାକାଲି ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ବଡ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। କୋରାପୁଟ, ଗଜପତି, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୭ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ରାୟଗଡା, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଆସନ୍ତାକାଲି ସକାଳ ୮ ଟା ୩୦ ମିନିଟରୁ ବୁଧବାର ସକାଳ ୮ ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାଗୁଡିକରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏଫ୍ ର ଲଙ୍କାମୁରା ସୀମା ଆଉଟପୋଷ୍ଟ ପରିଦର୍ଶନ କରି ଯବାନଙ୍କ ମନୋବଳ ବଢ଼ାଇଲେ ଅମିତ ଶାହ

June 6, 2026

ଟିଏମସି ସାଂସଦ ଇସ୍ତଫା ଦେଲେ ସାଂସଦ ହୋଇପାରିବେ କି ମମତା ? ଜାଣନ୍ତୁ କଣ କହୁଛି ଆଇନ

June 5, 2026

ବାଲିଗୁଡା ବିଜେଡିରେ ବଡ଼ ବିଦ୍ରୋହ, ସାମୂହିକ ଇସ୍ତଫା

June 5, 2026

ବଜ୍ରାଘାତରେ ଯୁବତୀ ମୃତ

June 5, 2026
Latest News

ବିଏସଏଫ୍ ର ଲଙ୍କାମୁରା ସୀମା ଆଉଟପୋଷ୍ଟ ପରିଦର୍ଶନ କରି ଯବାନଙ୍କ ମନୋବଳ ବଢ଼ାଇଲେ ଅମିତ ଶାହ

June 6, 2026

ବିସ୍ତୃତ ରାଶିଫଳ: ଜୁନ ୦୬ ତାରିଖ ଶନିବାର ଦିନ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

June 6, 2026

ଟିଏମସି ସାଂସଦ ଇସ୍ତଫା ଦେଲେ ସାଂସଦ ହୋଇପାରିବେ କି ମମତା ? ଜାଣନ୍ତୁ କଣ କହୁଛି ଆଇନ

June 5, 2026

ବାଲିଗୁଡା ବିଜେଡିରେ ବଡ଼ ବିଦ୍ରୋହ, ସାମୂହିକ ଇସ୍ତଫା

June 5, 2026

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ଏସିଆ କପ୍ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.