Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ : ମୋଟ ସଂଖ୍ୟା ୮ ହଜାର ୫୫ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ : ମୋଟ ସଂଖ୍ୟା ୮ ହଜାର ୫୫ କୁ ବୃଦ୍ଧି

September 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୫୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ବାଲେଶ୍ଵର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୭ ହଜାର ୬୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୯୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୫୫ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ସକ୍ରିୟ ଆକ୍ରାନ୍ତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଶିଶୁ ଆଶ୍ରମରୁ ନାବାଳିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର

September 13, 2026

‘ଏହି ଦୁଇ ଭାରତୀୟ ଖେଳାଳି ସବୁଠାରୁ ବଡ଼ ବିପଦ’: ଜାଣନ୍ତୁ କାହାକୁ କହିଲେ ଆଫଗାନିସ୍ତାନ ଅଧିନାୟକ?

September 13, 2026

ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

September 13, 2026

ବ୍ରିକ୍ସ ଶିଖର ସମ୍ମିଳନୀର ଦ୍ୱିତୀୟ ଦିନ: ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ ଓ ପ୍ରଯୁକ୍ତିର ଅସ୍ତ୍ରୀକରଣ ବିଶ୍ୱ ପ୍ରଗତିରେ ଆଣିବ ବାଧା

September 13, 2026
Latest News

ଶିଶୁ ଆଶ୍ରମରୁ ନାବାଳିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର

September 13, 2026

‘ଏହି ଦୁଇ ଭାରତୀୟ ଖେଳାଳି ସବୁଠାରୁ ବଡ଼ ବିପଦ’: ଜାଣନ୍ତୁ କାହାକୁ କହିଲେ ଆଫଗାନିସ୍ତାନ ଅଧିନାୟକ?

September 13, 2026

ପ୍ରଭୃ ଶ୍ରୀଗଣେଶଙ୍କ ପ୍ରିୟ ଖାଦ୍ୟ କଣ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

September 13, 2026

ବ୍ରିକ୍ସ ଶିଖର ସମ୍ମିଳନୀର ଦ୍ୱିତୀୟ ଦିନ: ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ ଓ ପ୍ରଯୁକ୍ତିର ଅସ୍ତ୍ରୀକରଣ ବିଶ୍ୱ ପ୍ରଗତିରେ ଆଣିବ ବାଧା

September 13, 2026

ରାଉରକେଲା ସର୍କିଟ୍ ହାଉସରେ ‘ଆଡଲ୍ଟ ଷ୍ଟାର୍‌’, ପୁଲିସର ତନାଘନା ଜାରି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.