Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୬୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୬୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

September 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୯ ଟି ଲୋକାଲ କେସ୍‌ ରହିଛ। ୭୬୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୦୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୫୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୮ ହଜାର ୫୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୮୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୬୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୭୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୧୪ ଜଣ, କଟକ ଜିଲ୍ଲାରୁ ୧୧୯, ଅନୁଗୁଳ ଜିଲ୍ଲାରୁ ୨୦, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୧୩, ଭଦ୍ରକ ଜିଲ୍ଲାରୁ ୯ ଜଣ, ବଲାଙ୍ଗୀରି ଜିଲ୍ଲରୁ ୨, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୨୧ ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, କୋରାପୁଟ ୬ ଜଣ, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୩ ଜଣ, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୬ ଜଣ, ରାୟଗଡା ଜିଲ୍ଲାରୁ ୬, ସମ୍ବଲପୁର ଜିଲ୍ଲାରୁ ୭ ଜଣ, ସୋନପୁର ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୨୬ ଜଣ ଏବଂ ଷ୍ଟେଟ ପୁଲରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026
Latest News

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.