Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୪ ହଜାର ୯୭୬ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୪ ହଜାର ୯୭୬ ଆକ୍ରାନ୍ତ ଚିହ୍ନଟ

September 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୪ ହଜାର ୯୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୧ ଲକ୍ଷ ୭୪ ହଜାର ୯୫୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୨ ହଜାର ୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୩ ଲକ୍ଷ ୪୨ ହଜାର ୨୯୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୯୦ ହଜାର ୬୪୬ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026
Latest News

ଇସ୍କନ ରଥଯାତ୍ରାକୁ ନେଇ ମୁହଁ ଖୋଲିଲେ ଗଜପତି ମହାରାଜ: ଜାଣନ୍ତୁ କ’ଣ କହିଲେ?

July 13, 2026

ସର୍ବକ୍ଷମା ଯୋଜନା ପାଇଁ ଆବେଦନ ଆହ୍ୱାନ କଲା ଇପିଏଫଓ

July 13, 2026

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: କାର୍ ସହ ଗଞ୍ଜେଇ ଜବତ, ଜଣେ ଗିରଫ

July 13, 2026

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.