Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍ଗନବାଡି କର୍ମୀଙ୍କ ଘରେ ଭିଜିଲାନ୍ସ: ୬ ଟି ଘରେ କରୁଛି ରେଡ୍
ଆଜିର ଖବର

ଅଙ୍ଗନବାଡି କର୍ମୀଙ୍କ ଘରେ ଭିଜିଲାନ୍ସ: ୬ ଟି ଘରେ କରୁଛି ରେଡ୍

September 14, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଭିଜିଲାନ୍ସ ଜାଲରେ ଜଣେ ଅଙ୍ଗନବାଡି କର୍ମୀ ପଡିଛନ୍ତି। ଅଙ୍ଗନବାଡି କର୍ମୀଙ୍କ ୬ ଟି ଘରେ ଭିଜିଲାନ୍ସ ବିଭାଗ ଏକକାଳୀନ ରେଡ୍ କରିଛି। ଆୟ ବିହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଙ୍ଗନବାଡି କର୍ମୀଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଅଙ୍ଗନବାଡି ଦିଦି କବିତା ମାଥନଙ୍କ ୬ ଟି ଘରକୁ ରେଡ୍ କରାଯାଉଛି। ଭୁବନେଶ୍ଵରର କୋରଡ଼କଣ୍ଟା ଅଙ୍ଗନବାଡି କେନ୍ଦ୍ରରେ କବିତା କାର୍ଯ୍ୟ କରନ୍ତି। ଏହି ସମୟରେ ଭୁବନେଶ୍ଵରର କେଶୁରା ଓ ଝାରପଡାରେ ଏକାଧିକ ବହୁତଳ କୋଠା ଠାବ କରାଯାଇଛି। ଏହାସହ ଅଙ୍ଗନବାଡି ଦିଦିଙ୍କ ପୈତୃକ ଘର ଓ ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ବାଲିକୁଦାର ଶାଶୁ ଘରେ ମଧ୍ୟ ଭିଜିଲାନ୍ସ ରେଡ୍ କରୁଥିବା ସୂଚନା ରହିଛି।

ଅଙ୍ଗନବାଡ଼ି କର୍ମୀ ଭିଜିଲାନ୍ସ ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026
Latest News

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.