Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଟିପତି ଅଙ୍ଗନବାଡି ଦିଦି, ଭିଜିଲାନସ ଚଢାଉ କରି ଜବତ କଲା ୪ କୋଟି ଟଙ୍କାର ସଂପତ୍ତି
ଆଜିର ଖବର

କୋଟିପତି ଅଙ୍ଗନବାଡି ଦିଦି, ଭିଜିଲାନସ ଚଢାଉ କରି ଜବତ କଲା ୪ କୋଟି ଟଙ୍କାର ସଂପତ୍ତି

September 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଟିପତି ଅଙ୍ଗନବାଡି ଦିଦି, ଭିଜିଲାନସ ଚଢାଉ କରି ଜବତ କଲା ୪ କୋଟି ଟଙ୍କାର ସଂପତ୍ତି

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପଡିଛନ୍ତି ଅଙ୍ଗନବାଡି ଦିଦି କବିତା ମଥାନ। ସେ ଭୁବନେଶ୍ୱର କୋରଡ଼କଣ୍ଟାର ଅଙ୍ଗନବାଡ଼ିରେ ଚାକିରୀ କରୁଛନ୍ତି। ତାଙ୍କ ବିରୋଧରେ ଆୟବହିର୍ଭୁତ ସଂପତ୍ତି ଅଭିଯୋଗ ପରେ ଏହି ଚଢାଉ କରାଯାଇଥିଲା।  ଏହି ଚଢାଉ ବେଳେ ଜଣାପଡିଥିଲା ଯେ ତାଙ୍କର ଭୁବନେଶ୍ୱରରେ ରହିଛି ୪ଟି ବହୁତଳ କୋଠା।  ସେଥିରେ ଗୋଟିଏ ୪ ମହଲା, ଗୋଟିଏ ୩ ମହଲା ଓ ୨ଟି ୨ ମହଲା କୋଠା।

ଖାଲି ଏତିକି ନୁହେଁ ଏହା ସାଙ୍ଗକୁ ତାଙ୍କର ମୋଟ ୧୪ ପ୍ଲଟ୍‌ ରହିଥିବା ବେଳେ କେବଳ ଭୁବନେଶ୍ବରରେ ୧୦ଟି ପ୍ଲଟ୍‌ ଅଛି। ସେହିପରି ଜଗତସିଂହପୁର ତଳକୁସୁମାରେ ୩ଟି ଓ ବାଲିଅନ୍ତାରେ ଗୋଟିଏ ପ୍ଲଟ୍‌ ରହିଛି । ଏଥସହିତ ଭିଜିଲାନସ ତାଙ୍କର ଗୋଟିଏ କାର, ୪ଟି ଦୁଇ ଚକିଆ ଗାଡ଼ି, ୨.୨ ଲକ୍ଷ ଟଙ୍କାର ବୀମା ସହିତ ୨୧୨ ଗ୍ରାମର ସୁନା ଜବତ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026

ବର୍ଷା ନେଇ ରେଡ୍ ଆଲର୍ଟ, ସୁନ୍ଦରଗଡ଼ରେ ସବୁ ସ୍କୁଲ୍‌ ଛୁଟି

August 18, 2026
Latest News

ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏହି ‘ବିଶ୍ୱ ରେକର୍ଡ’: ୧୦୦ ବର୍ଷ ପରେ ମଧ୍ୟ ଭାଙ୍ଗିବା କଷ୍ଟ

August 18, 2026

ପୁଣି ଚର୍ଚ୍ଚାରେ କଂଗ୍ରେସ: ଗୋଆ ବୈଠକରେ ଗାନ କଲେ ଅସମ୍ପୂର୍ଣ୍ଣ ବନ୍ଦେ ମାତରମ୍

August 18, 2026

ମହିଳାଙ୍କ ମାଗଣା ବସ୍‌ ଯାତ୍ରା: ଅଗଷ୍ଟ ୩୧ ପରେ ବଦଳିବ ସମ୍ପୂର୍ଣ୍ଣ ବ୍ୟବସ୍ଥା

August 18, 2026

ଟ୍ରମ୍ପଙ୍କ ଲୋକପ୍ରିୟତା ରେକର୍ଡ ନିମ୍ନରେ, ଇରାନ ଯୁଦ୍ଧକୁ ନେଇ ବଢ଼ିଲା ଅସନ୍ତୋଷ

August 18, 2026

ବର୍ଷା ନେଇ ରେଡ୍ ଆଲର୍ଟ, ସୁନ୍ଦରଗଡ଼ରେ ସବୁ ସ୍କୁଲ୍‌ ଛୁଟି

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.