Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୫୭ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୫୭ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

September 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୨ ଟି ଲୋକାଲ କେସ୍‌ ରହିଛ। ୪୫୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩ ହଜାର ୬୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୭ ଜଣ, କଟକ ଜିଲ୍ଲାରୁ ୪୪, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୪, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୮, ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୧୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026

ନୟାଗଡ଼ରେ ଯୁବକଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ: ଭିଡ଼ ହିଂସାରେ ପିଟିପିଟି ହତ୍ୟା ଅଭିଯୋଗ

July 7, 2026
Latest News

ଭାରତଠାରୁ ଇଣ୍ଡୋନେସିଆ କିଣିବ ସେହି କ୍ଷେପଣାସ୍ତ୍ର: ଯାହା ପାଇଁ ଭୟରେ ଥରୁଛି ପାକିସ୍ତାନ

July 7, 2026

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026

ଫିଟନେସ ନ ଥିବାରୁ ବସ ଜବତ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.