Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ପାସେଞ୍ଜରମାନଙ୍କ ପାଇଁ ଟ୍ରେନ୍ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା,କରୋନା ପାଇଁ ବାତିଲ ହେଲା ଏହି ଟ୍ରେନ
PIB_NEWS

ପାସେଞ୍ଜରମାନଙ୍କ ପାଇଁ ଟ୍ରେନ୍ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା,କରୋନା ପାଇଁ ବାତିଲ ହେଲା ଏହି ଟ୍ରେନ

September 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କୋଭିଡ୧୯ ମହାମାରୀ ସମୟରେ କେତେକ ଟ୍ରେନ ରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ନିମ୍ନରେ ଉଲ୍ଲେଖ କରାଯାଇଥିବା ସ୍ୱତନ୍ତ୍ର ଟ୍ରେନ୍ ବାତିଲ୍ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେଗୁଡିକ ହେଲା

ସେପ୍ଟେମ୍ବର ୧୬ ରୁ ୨୨ ତାରିଖ ପର୍ଯ୍ୟନ୍ତ ବାତିଲ୍ ହେଉଥିବା ଟ୍ରେନ

1. ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ

2. ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ

3. ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ

4. ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ

5. ୦୮୪୩୧/୦୮୪୩୨ ପୁରୀ-କଟକ-ପୁରୀ ବିଶେଷ ଟ୍ରେନ

ପୁରୀ-ଅନୁଗୁଳ ସ୍ପେସିଆଲ୍ ଆଂଶିକ ବାତିଲ୍

୦୮୪୨୮/୦୮୪୨୭ ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ସେପ୍ଟେମ୍ବର ମାସ ୧୬ ତାରିଖ ଠାରୁ ୨୨ ତାରିଖ ପର‌୍ୟ୍ୟନ୍ତ ଉଭୟ ଦିଗରୁ ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ୍ ରହିବ ଏବଂ ତାଳଚେର ଓ ପୁରୀ ମଧ୍ୟରେ ଚଳାଚଳ କରିବ।

କରୋନା ପାଇଁ ଟ୍ରେନ ବାତିଲ ଟ୍ରେନ ବାତିଲ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ପିଏମ ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅଧୀନରେ ପରିବର୍ତ୍ତନଶୀଳ ସମ୍ପ୍ରସାରଣ କରୁଛି ଭାରତୀୟ ରେଳବାଇ

April 13, 2026
Latest News

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026

ପିଏମ ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅଧୀନରେ ପରିବର୍ତ୍ତନଶୀଳ ସମ୍ପ୍ରସାରଣ କରୁଛି ଭାରତୀୟ ରେଳବାଇ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.