Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୨୮ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୨୮ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

September 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୬୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୧ ଟି ଲୋକାଲ କେସ୍‌ ରହିଛ। ୬୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୪ ହଜାର ୮୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୧୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୬୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୧ ଜଣ, କଟକ ଜିଲ୍ଲାରୁ ୭୨, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୨ ଜଣ, ବରଗଡ ଜିଲ୍ଲାରୁ ୭, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୫, ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୧୬, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୮, ସୁନ୍ଦରଗଡ ଜିଲ୍ଲାରୁ ୨୩ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Latest News

ମଣିଶଙ୍କର ଆୟାରଙ୍କ ଉପରେ ବର୍ଷିଲେ ଉଦିତ ରାଜ: ଟିଏମସିରେ ଯୋଗଦେବା ପାଇଁ ଦେଲେ ପରାମର୍ଶ

February 23, 2026

ଦିଲ୍ଲୀର ଆର୍ମି ପବ୍ଲିକ୍ ସ୍କୁଲ୍ ଏବଂ ଏୟାର ଫୋର୍ସ ସ୍କୁଲ୍ କୁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.