Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ ୪ ଜଣଙ୍କର ପ୍ରାଣ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ହେଲା ୮ ହଜାର ୧୨୨
ଆଜିର ଖବର

ଆଉ ୪ ଜଣଙ୍କର ପ୍ରାଣ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ହେଲା ୮ ହଜାର ୧୨୨

September 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪ ଜଣଙ୍କର ପ୍ରାଣ ନେଇଛି କରୋନା।  ସେମାନଙ୍କ ମଧ୍ୟରୁ ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୨ ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୪ ହଜାର ୮୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୬ ଜଣ।

ଓଡିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଯୋଗାସନ ଶିକ୍ଷା ଓ ମାଗଣା ସ୍ବାସ୍ଥ୍ୟ ଶିବିର

June 15, 2026

ସଂଘବଦ୍ଧ ଆକ୍ରମଣ: ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

June 15, 2026

କୃଷ୍ଣସାର ମୃଗ – ଗଞ୍ଜାମର ଗୌରବ

June 15, 2026

ଶାନ୍ତି ଚୁକ୍ତିନାମା ପରେ ଫିଫା ବିଶ୍ୱକପ୍ ପାଇଁ ଆମେରିକାରେ ପହଞ୍ଚିଲା ଇରାନ ଦଳ: ଆତଙ୍କରେ ଖେଳାଳି

June 15, 2026
Latest News

ଯୋଗାସନ ଶିକ୍ଷା ଓ ମାଗଣା ସ୍ବାସ୍ଥ୍ୟ ଶିବିର

June 15, 2026

ସଂଘବଦ୍ଧ ଆକ୍ରମଣ: ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

June 15, 2026

କୃଷ୍ଣସାର ମୃଗ – ଗଞ୍ଜାମର ଗୌରବ

June 15, 2026

ଶାନ୍ତି ଚୁକ୍ତିନାମା ପରେ ଫିଫା ବିଶ୍ୱକପ୍ ପାଇଁ ଆମେରିକାରେ ପହଞ୍ଚିଲା ଇରାନ ଦଳ: ଆତଙ୍କରେ ଖେଳାଳି

June 15, 2026

ଖସିଲା ତୈଳ ଦର, ବଢିଲା ସୁନା ଦର

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.