Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ନିର୍ମାଣ କଲେ ଭିନ୍ନ ଧରଣ ବାଲୁକା କଳା
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ନିର୍ମାଣ କଲେ ଭିନ୍ନ ଧରଣ ବାଲୁକା କଳା

September 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ନିର୍ମାଣ କଲେ ଭିନ୍ନ ଧରଣ ବାଲୁକା କଳା

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 71 ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏ ନେଇ ଆଜି ସାରା ବିଶ୍ବରୁ ଶୁଭେଚ୍ଛାର ବାର୍ତ୍ତା ଆସିବାରେ ଲାଗିଛି। ଏହି ଜନ୍ମଦିନରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ସେହି ବାଲୁକା କଳାରେ ସେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ସୁଦର୍ଶନ ବାଲି ଏବଂ ଶାମୁକାରେ ତିଆରି କରିଛନ୍ତି ମୋଦିଙ୍କ ଏକ ଭିନ୍ନ ଧରଣର କଳା। ସେ ବାଲୁକା ସ୍ଥାପତ୍ୟ ଉପରେ ଶାମୁକା ଖୋଳପାକୁ ବ୍ୟବହାର କରି ବେଶ ଆକର୍ଷଣୀୟ କରିପାରିଛନ୍ତି। ଏଥିରେ ସୁଦର୍ଶନ ପ୍ରାୟ 2035 ଟି ଶାମୁକା ବ୍ୟବହାର କରିଛନ୍ତି। ଏଥିସହିତ ସେ ଏହି ସ୍ଥାପତ୍ୟରେ  “ହାପି ବାର୍ଥ ଡେ ମୋଦି ଜୀ” ବୋଲି ଲେଖିଛନ୍ତି। ଏହି ବାଲୁକାକଳା ବର୍ତ୍ତମାନ ପୁରୀ ବେଳାଭୂମିରେ ପର୍ଯଟକଙ୍କୁ ଆକୃଷ୍ଟ କରିପାରିଛି।

ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାଶିଳ୍ପୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026
Latest News

୪୦ ପରେ ସ୍ୱାସ୍ଥ୍ୟକୁ ଅଣଦେଖା ନୁହେଁ: ପ୍ରତ୍ୟେକ ପୁରୁଷଙ୍କ ପାଇଁ ଜରୁରୀ ଏହି ସ୍ୱାସ୍ଥ୍ୟ ପରୀକ୍ଷା

June 22, 2026

ଉଦ୍ଧବ ସେନାକୁ ବଡ଼ ଝଟକା! ୫୦ରୁ ଅଧିକ ପଦାଧିକାରୀ ବିଜେପିରେ, ‘ଅପରେସନ୍ ଟାଇଗର’କୁ ନେଇ ଚର୍ଚ୍ଚା ତୀବ୍ର

June 22, 2026

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.