Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶିତ ହେଲା ଓଡ଼ିଶା ବନସେବା ପରୀକ୍ଷା ଫଳ, କରୋନା ପାଇଁ ଥିଲା ସ୍ଥଗିତ
ଆଜିର ଖବର

ପ୍ରକାଶିତ ହେଲା ଓଡ଼ିଶା ବନସେବା ପରୀକ୍ଷା ଫଳ, କରୋନା ପାଇଁ ଥିଲା ସ୍ଥଗିତ

September 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରକାଶିତ ହେଲା ଓଡ଼ିଶା ବନସେବା ପରୀକ୍ଷା ଫଳ, କରୋନା ପାଇଁ ଥିଲା ସ୍ଥଗିତ

ଭୁବନେଶ୍ୱର: ୨୦୧୯ ବର୍ଷ ପାଇଁ ଅନୁଷ୍ଠିତ ହୋଇଥିବା ଓଡ଼ିଶା ବନସେବା ପରୀକ୍ଷାର ଫଳ ପ୍ରକାଶିତ ହୋଇଛି । କୋଭିଡ୍‌ ପ୍ରଥମ ଏବଂ ଦ୍ୱିତୀୟ ଲହର ଯୋଗୁଁ ପରୀକ୍ଷା ଫଳ ପ୍ରକାଶନରେ ଅତ୍ୟନ୍ତ ବିଳମ୍ବ ହୋଇଥିଲା । ଖାଲି ପଡ଼ିଥିବା ସମସ୍ତ ୬୭ଟି ପଦବୀକୁ ପୂରଣ କରାଯାଇଛି ।

ଅଣସଂରକ୍ଷିତ ୩୬ଟି ପଦବୀରୁ ୧୨ ଜଣ ମହିଳା, ସାମାଜିକ ଏବଂ ଆର୍ଥିକ ଅନଗ୍ରସର ବର୍ଗର ୧୬ଟି ପଦବୀରୁ ୪ ଜଣ ମହିଳା, ଅନୁସୂଚିତ ଜାତି ବର୍ଗର ୬ଟି ପଦବୀରୁ ଜଣେ ମହିଳା, ଅନୁସୂଚିତ ଜନଜାତି ବର୍ଗର ୯ଟି ପଦବୀକୁ ପୂରଣ କରାଯାଇଛି । ମହିଳା ପ୍ରାର୍ଥୀଙ୍କ ଉଲ୍ଲେଖନୀୟ ସଫଳତା କ୍ରମରେ ଆୟୁଷୀ ପତି ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ପ୍ରଥମ ଦଶ ଜଣଙ୍କ ମେଧା ତାଲିକାରେ ୬ ଜଣ ମହିଳା ପ୍ରାର୍ଥୀ ଅଛନ୍ତି ।

ଯଦିଓ ମହିଳାମାନଙ୍କ ପାଇଁ ୨୦ଟି ପଦବୀ ସଂରକ୍ଷିତ ଥିଲା ୨୬ ଜଣ କୃତକାର୍ଯ୍ୟ ହୋଇଛନ୍ତି। ୧୨୯୦୪ଟି ପ୍ରାର୍ଥୀପତ୍ର ମଧ୍ୟରୁ ୨୭୧୭ ଜଣ ପ୍ରାର୍ଥୀ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ ଏବଂ ତନ୍ମଧ୍ୟରୁ ୬୭ ଜଣ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

୧୮ ନୂଆ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

April 21, 2026

ଓଡ଼ିଶା ଫେରିଲା ପୋସ୍କୋ : ଢେଙ୍କାନାଳରେ JSW ସହ ମିଶି ବୃହତ ଷ୍ଟିଲ ପ୍ଲାଣ୍ଟ କରିବ ପୋସ୍କୋ

April 21, 2026

ଯାଜପୁରରେ ୨୫ ଯାଏଁ ସମସ୍ତ ସ୍କୁଲ ଛୁଟି

April 21, 2026

ମୋଟରସାଇକେଲ ଉପରେ ଲାଗିଲା କଡା କଟକଣା: ଜାଣନ୍ତୁ କାରଣ କ’ଣ

April 21, 2026
Latest News

୧୮ ନୂଆ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ

April 21, 2026

ଓଡ଼ିଶା ଫେରିଲା ପୋସ୍କୋ : ଢେଙ୍କାନାଳରେ JSW ସହ ମିଶି ବୃହତ ଷ୍ଟିଲ ପ୍ଲାଣ୍ଟ କରିବ ପୋସ୍କୋ

April 21, 2026

ଯାଜପୁରରେ ୨୫ ଯାଏଁ ସମସ୍ତ ସ୍କୁଲ ଛୁଟି

April 21, 2026

ମୋଟରସାଇକେଲ ଉପରେ ଲାଗିଲା କଡା କଟକଣା: ଜାଣନ୍ତୁ କାରଣ କ’ଣ

April 21, 2026

ବାଣ କାରଖାନାରେ ବିସ୍ଫୋରଣ: ୧୩ ଜଣଙ୍କର ମୃତ୍ୟୁ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.