କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୩୦ ହଜାର ୭୭୩ ଆକ୍ରାନ୍ତ ଚିହ୍ନଟ

Published: Sep 19, 2021, 10:43 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୭୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୪ ଲକ୍ଷ ୪୮ ହଜାର ୧୬୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୪ ହଜାର ୮୩୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୬ ଲକ୍ଷ ୭୧ ହଜାର ୧୬୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୩୨ ହଜାର ୧୫୮ ଆକ୍ଟିଭ୍‌ କେସ୍ ରହିଛି।

Related posts