Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ହେଲା ସକ୍ରିୟ, ଆଜି ରାଜ୍ୟର ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଆଜିର ଖବର

ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ହେଲା ସକ୍ରିୟ, ଆଜି ରାଜ୍ୟର ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

September 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଙ୍ଗୋବ ସାଗରରେ ଘୂର୍ଣ୍ଣିବଳୟ ହେଲା ସକ୍ରିୟ, ଆଜି ରାଜ୍ୟର ୧୫ ଜିଲ୍ଲାକୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ବଙ୍ଗୋବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣ ବଳୟ ସକ୍ରିୟ ହେବାରେ ଲାଗିଛି। ଫଳରେ ଏହାର ପ୍ରଭାବରେ ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ସମ୍ବଲପୁର, ମୟୂରଭଞ୍ଜ, ଦେବଗଡ଼ ଓ କେନ୍ଦୁଝର।

ଫଟୋ- ଆଜି ସକାଳେ ଉପଗ୍ରହରୁ ମିଳିଥିବା ଚିତ୍ର

ଅନୁଗୁଳ କଟକ କନ୍ଧମାଳ କେନ୍ଦୁଝର କେନ୍ଦ୍ରାପଡା ଖୋର୍ଦ୍ଧା ଗଞ୍ଜାମ ଜଗତସିଂହପୁର ଢେଙ୍କାନାଳ ଦେବଗଡ ନୟାଗଡ ପ୍ରବଳ ବର୍ଷା ବୌଦ୍ଧ ମୟୂରଭଞ୍ଜ ଯାଜପୁର ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026

ରାଜ୍ୟସଭାର ଉପନେତା ପଦରୁ ହଟାଇବା ପରେ ରାଘବ ଚଢାଙ୍କ ପ୍ରଥମ ପୋଷ୍ଟ: ସେୟାର କଲେ ଭିଡିଓ

April 2, 2026
Latest News

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.