Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ସ୍ଥାବର ସଂପତ୍ତି ପୁନର୍ବିଚାର ନ୍ୟାୟାଧିକରଣ ସ୍ଥାୟୀ କାର୍ଯ୍ୟାଳୟ ଉଦ୍‌ଘାଟିତ
ଆଜିର ଖବର

ଓଡିଶା ସ୍ଥାବର ସଂପତ୍ତି ପୁନର୍ବିଚାର ନ୍ୟାୟାଧିକରଣ ସ୍ଥାୟୀ କାର୍ଯ୍ୟାଳୟ ଉଦ୍‌ଘାଟିତ

September 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ସ୍ଥାବର ସଂପତ୍ତି ପୁନର୍ବିଚାର ନ୍ୟାୟାଧିକରଣ ସ୍ଥାୟୀ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଭୁବନେଶ୍ୱର ସତ୍ୟନଗରସ୍ଥିତ ତୋଷାଳୀ ଭବନର ଏ-୧ ବ୍ଲକ, ୭ମ ମହଲାରେ ଓଡିଶା ସ୍ଥାବର ସଂପତି ପୁନର୍ବିଚାର ନ୍ୟାୟାଧିକରଣ ବା ରିଅଲ ଇଷ୍ଟେଟ୍ ଆପିଲେଟ୍ ଟ୍ରିବ୍ୟୁନାଲର ସ୍ଥାୟୀ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି।

ଏହାକୁ ସୁପ୍ରିମ କୋର୍ଟର ବିଚାରପତି ଶ୍ରୀ ବିନୀତ ସରଣଙ୍କ ଦ୍ୱାରା ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡଃ.ଏସ୍‌. ମୂରଲୀଧର ଏବଂ ରିଅଲ ଇଷ୍ଟେଟ୍ ଆପିଲେଟ୍ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ମାନ୍ୟବର ନ୍ୟାୟମୂର୍ତି ଏସ୍‌.ସି.ପରିଜାଙ୍କ ଉପସ୍ଥିତିରେ ଉଦ୍‌ଘାଟିତ ହୋଇଯାଇଛି ।

ପୂର୍ବରୁ ଏହି ରିଅଲ୍ ଇଷ୍ଟେଟ ଟ୍ରିବ୍ୟୁନାଲ କାର୍ଯ୍ୟାଳୟ ଚନ୍ଦ୍ରଶେଖରପୁରସ୍ଥିତ ଫଚ୍ୟୁନ୍ ଟାୱାରର ୪ର୍ଥ ମହଲା, ଜୋନ୍‌-ଏ-୨ରେ କାର୍ଯ୍ୟ କରୁଥିଲା । ଏହି ଟ୍ରିବ୍ୟୁନାଲର କୋର୍ଟ କାର୍ଯ୍ୟ ନୂତନ କାର୍ଯ୍ୟାଳୟରେ ଆରମ୍ଭ ହେବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ସରିଥିବା ବେଳେ କାର୍ଯ୍ୟାଳୟ ସ୍ଥାନାନ୍ତରଣ ଆନୁଷଙ୍ଗିକ କାର୍ଯ୍ୟ ପରେ ଚଳିତ ମାସ ୨୭ ତାରିଖରୁ ଏହା ନୂତନ କାର୍ଯ୍ୟାଳୟରେ ଆରମ୍ଭ କରାଯିବ ବୋଲି ଜଣାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025

ପ୍ରକୃତି ଏବଂ ବନ୍ୟପ୍ରାଣୀ ସଂରକ୍ଷଣ ପାଇଁ ଢେଙ୍କାନାଳରେ ଅନୁଷ୍ଠିତ ହେବ ଫଟୋଗ୍ରାଫୀ ପ୍ରତିଯୋଗିତା

September 17, 2025
Latest News

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025

ପୂର୍ବତଟ ରେଳପଥ ଦ୍ୱାରା ସ୍ୱଚ୍ଛତା ହିଁ ସେବା 2025 ଅଭିଯାନ

September 17, 2025

ସେବା ପର୍ବ ଉପଲକ୍ଷେ ଡିଡି ନେସନାଲ୍ ଏବଂ ଡିଡି ନ୍ୟୁଜର ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଶୁଭାରମ୍ଭ

September 17, 2025

ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ “ମା ପାଇଁ ଗଛଟିଏ ” କାର୍ଯ୍ୟକ୍ରମ

September 17, 2025

ଖୋର୍ଦ୍ଧା ରୋଡ୍-ବଲାଙ୍ଗିର ରେଳ ଲାଇନରେ ତରାବୋଇ ଠାରେ ନୂତନ ପାସେଞ୍ଜର ହଲ୍ଟ ଉଦଘାଟନ

September 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.