Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓମ୍‌ ପ୍ରକାଶ ଚୌତାଲାଙ୍କ ୩.୬୮ କୋଟିର ସମ୍ପତ୍ତି ଜବତ
ଆଜିର ଖବର

ଓମ୍‌ ପ୍ରକାଶ ଚୌତାଲାଙ୍କ ୩.୬୮ କୋଟିର ସମ୍ପତ୍ତି ଜବତ

April 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
om prakash chautala's 3.68 crore property ceized
om prakash chautala's 3.68 crore property ceized

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ପୂର୍ବତନ ହରିୟାଣା ମୁଖ୍ୟମନ୍ତ୍ରୀ ଓମ୍‌ ପ୍ରକାଶ ଚୌତାଲାଙ୍କ ୩.୬୮ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି। ଇଡି ପକ୍ଷରୁ ଚୌତାଲାଙ୍କର ଏକ ଫ୍ଲାଟ୍‌, ଜମି ଏବଂ ବିଭିନ୍ନ ସ୍ଥାନରେ ରହିଥିବା ଘର ଜବତ କରାଯାଇଛି। ଇଡି ପକ୍ଷରୁ ଜବତ କରାଯାଇଥିବା ଜମି ଏବଂ ଘର ଗୁଡିକ ଦିଲ୍ଲୀ, ପଞ୍ଚକୁଲ୍ଲା ଏବଂ ଶୀର୍ଷାରେ ରହିଛି ବୋଲି ଇଡି ପକ୍ଷରୁ ସୂଚନା ଦିଆଯାଇଛି। ଅର୍ଥ ହେରଫେର ମାମଲା ନେଇ ଚୌତାଲାଙ୍କ ବିପକ୍ଷରେ ଇଡି ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି। ଏହା ସହିତ ସିବିଆଇ ପକ୍ଷରୁ ମଧ୍ୟ ଚୌତାଲାଙ୍କ ନାମରେ ଏକ ଅର୍ଥ ହେରଫେର ମାମଲା ରୁଜୁ କରାଯାଇଛି। ସିବିଆଇ ପକ୍ଷରୁ ଦାୟର କରାଯାଇଥିବା ଅଭିଯୋଗ ପତ୍ରରେ ଓମ୍‌ ପ୍ରକାଶଙ୍କ ବ୍ୟତିତ ଅଜୟ ଚୌତାଲା ଏବଂ ଅଭୟ ଚୌତାଲାଙ୍କ ନାମ ମଧ୍ୟ ରହିଛି। ସୂଚନାଯୋଗ୍ୟ ଯେ, ୧୯୯୩ରୁ ୨୦୦୬ ପର୍ଯ୍ୟନ୍ତ କ୍ଷମତାରେ ରହିଥିବା ଚୌତାଲାଙ୍କ ବିପକ୍ଷରେ ୬ କୋଟି ୯୭ ଲକ୍ଷ ୯୦୨୬ ଟଙ୍କା ଅନୈତିକ ଉପାୟରେ ଅର୍ଜନ କରିବା ନେଇ ଅଭିଯୋଗ ଆସିଥିଲା। ଜୁଲାଇ ୧୭, ୨୦୧୮ରେ ସିବିଆଇର ସ୍ବତନ୍ତ୍ର କୋର୍ଟ ସାମ୍ନାରେ ହାଜର ହୋଇଥିବା ବେଳେ ୪.୧୫ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଥିଲା।

ceized propeperty thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ସକାଳ ୯:୧୫ ରେ ପତାକା ଉତ୍ତୋଳନ

July 24, 2026

ନିର୍ବାଚନୀ ତାଲିମ୍ ପର୍ଯ୍ୟବେକ୍ଷକଙ୍କ ଖୋରଧା ଜିଲ୍ଲା ପରିଦର୍ଶନ ଏବଂ ଏସଆଇଆର କାର୍ଯ୍ୟ ସମୀକ୍ଷା

July 24, 2026

ଆଜି ଜୁଲାଇ ୨୪ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

July 24, 2026

“ସୋନମ୍! ଯଥେଷ୍ଟ ହେଲା, ଆଗକୁ ଆଉ ବଢାଅ ନାହିଁ”: ପ୍ରତିବାଦ ବନ୍ଦ କରିବାକୁ ନିବେଦନ କଲେ ସଲମାନ୍ ଖାନ

July 23, 2026
Latest News

ସ୍ୱାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ: ସକାଳ ୯:୧୫ ରେ ପତାକା ଉତ୍ତୋଳନ

July 24, 2026

“ପେପର୍ ଲିକ୍ ସମ୍ପର୍କରେ ଆଜି କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି”: ଭିଡିଓ ବାର୍ତ୍ତା ଜାରି କଲେ ପ୍ରଧାନମନ୍ତ୍ରୀ

July 24, 2026

ନିର୍ବାଚନୀ ତାଲିମ୍ ପର୍ଯ୍ୟବେକ୍ଷକଙ୍କ ଖୋରଧା ଜିଲ୍ଲା ପରିଦର୍ଶନ ଏବଂ ଏସଆଇଆର କାର୍ଯ୍ୟ ସମୀକ୍ଷା

July 24, 2026

ଆଜି ଜୁଲାଇ ୨୪ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

July 24, 2026

ଓଡ଼ିଶାର ପାରମ୍ପରିକ କଳାର ସଂରକ୍ଷଣ ଓ ପ୍ରେତ୍ସାହନ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.