Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବଲାଙ୍ଗିର ଗସ୍ତରେ ମୁଖ୍ୟମନ୍ତ୍ରୀ, ସ୍ମାର୍ଟକାର୍ଡ ବଣ୍ଟନ ସହ ୬ଶହ କୋଟି ଟଙ୍କା ପ୍ରକଳ୍ପର କରିବେ ଶୁଭାରମ୍ଭ
ଆଜିର ଖବର

ଆଜି ବଲାଙ୍ଗିର ଗସ୍ତରେ ମୁଖ୍ୟମନ୍ତ୍ରୀ, ସ୍ମାର୍ଟକାର୍ଡ ବଣ୍ଟନ ସହ ୬ଶହ କୋଟି ଟଙ୍କା ପ୍ରକଳ୍ପର କରିବେ ଶୁଭାରମ୍ଭ

September 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ବଲାଙ୍ଗିର ଗସ୍ତରେ ମୁଖ୍ୟମନ୍ତ୍ରୀ, ସ୍ମାର୍ଟକାର୍ଡ ବଣ୍ଟନ ସହ ୬ଶହ କୋଟି ଟଙ୍କା ପ୍ରକଳ୍ପର କରିବେ ଶୁଭାରମ୍ଭ

ଭୁବନେଶ୍ୱର : ଆଜି ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗିର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ବିମାନ ଯୋଗେ ତୁଷୁରା ଏୟାରଷ୍ଟ୍ରିପରେ ପହଞ୍ଚିବେ। ସେଠାରୁ ଟିଟିଲାଗଡ଼ ମିନି ଷ୍ଟାଡିୟମରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ଼ ବଣ୍ଟନ କରିବେ ।

ଏଥିପାଇଁ ବିଜେଡି ସଂଗଠାନିକ ସଂପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ, ଗସ୍ତକୁ ସଫଳ କରିବା ପାଇଁ ବଲାଙ୍ଗିରରେ ପହଁଚିଛନ୍ତି। ସ୍ମାର୍ଟ କାର୍ଡ ସହ ମୁଖ୍ୟମନ୍ତ୍ରୀ ବଲାଙ୍ଗିରର ବିକାଶ ପାଇଁ ପ୍ରାୟ ୬ଶହ କୋଟି ଟଙ୍କା ପ୍ରକଳ୍ପର ମଧ୍ୟ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ। ଏଥି ସହ ହରିଶଙ୍କର ଓ ନୃସିଂହନାଥ ରୁପାନ୍ତର ପ୍ରକଳ୍ପର ଶିଳାନ୍ୟାସ କରିବେ । ସେହିପରି ବଲାଙ୍ଗିର ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦ୍‌ଘାଟନ କରିବା ସହ ପାନୀୟ ଜଳ ଯୋଗାଣ, କୃଷି ଜଳସେଚନ ଭଳି ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ନବୀନ ପଟ୍ଟନାୟକ ବଲାଙ୍ଗିର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026
Latest News

ଚିକିତ୍ସା ଅବହେଳାରୁ ଦୁଇଜଣଙ୍କ ମୃତ୍ୟୁ ଅଭିଯୋଗ

June 15, 2026

ମଦ ଦୋକାନରେ ପଶି ହାଣିଲେ

June 14, 2026

ଫାୟାରିଂରେ ଗ୍ୟାରେଜ ମାଲିକ ମୃତ

June 14, 2026

ସାନି NEET UG ପାଇଁ ଆସିଲା ଆଡମିଟ କାର୍ଡ

June 14, 2026

ଆକାଶରୁ ମୃତ୍ୟୁର ବଜ୍ରାଘାତ: କୁଡିଆରେ ଆଶ୍ରୟ ନେଇ ଜୀବନ ହାରିଲେ ଦୁଇ ଜଣ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.