Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୬ ହଜାର ୯୬୪ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ୨୪ ଘଣ୍ଟାରେ ୨୬ ହଜାର ୯୬୪ ଆକ୍ରାନ୍ତ ଚିହ୍ନଟ

September 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୬ ହଜାର ୯୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୩୧ ହଜାର ୪୯୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୫ ହଜାର ୭୬୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୭ ଲକ୍ଷ ୮୩ ହଜାର ୭୪୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧ ହଜାର ୯୮୯ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରାକୃତିକ ଗ୍ୟାସ ମୂଲ୍ୟ ବଢ଼ିଲା: CNG-PNG ଠାରୁ ସାର ଓ ବିଦ୍ୟୁତ୍, କାହା ଉପରେ ପଡ଼ିବ ପ୍ରଭାବ?

October 4, 2026

ଭାରସାମ୍ୟ ହରାଇ ଗଛକୁ ପିଟିଲା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’: ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

October 4, 2026

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଟେକାମାଡ଼

October 4, 2026

“ଜ୍ଞାନେଶ କୁମାରଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ମୁଁ ବିରୋଧ କରୁଛି”: କଂଗ୍ରେସ ସାଂସଦ

October 4, 2026
Latest News

ଲଜ୍‌ରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ସାଥି ଯୁବକ ଫେରାର

October 4, 2026

ଯୁବକଙ୍କ ବେକ କାଟି ବିଭତ୍ସ ହତ୍ୟା

October 4, 2026

ପ୍ରାକୃତିକ ଗ୍ୟାସ ମୂଲ୍ୟ ବଢ଼ିଲା: CNG-PNG ଠାରୁ ସାର ଓ ବିଦ୍ୟୁତ୍, କାହା ଉପରେ ପଡ଼ିବ ପ୍ରଭାବ?

October 4, 2026

ଭାରସାମ୍ୟ ହରାଇ ଗଛକୁ ପିଟିଲା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’: ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

October 4, 2026

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଟେକାମାଡ଼

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.