Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି

September 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, କେନ୍ଦ୍ରପଡା, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୨୨୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

NEET-UG 2027 ରେ ବଡ଼ ପରିବର୍ତ୍ତନ: 5-6 ଦିନ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

July 7, 2026

ପରବର୍ତ୍ତୀ ଟି-୨୦ ସିରିଜରୁ ପ୍ରଶିକ୍ଷକ ଦାୟିତ୍ଵରୁ ମୁକ୍ତ ହେବେ ଗୌତମ ଗମ୍ଭୀର!: ଜାଣନ୍ତୁ କାହାକୁ ମିଳିବ ଦାୟିତ୍ଵ?

July 7, 2026

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

AIADMKକୁ ବଡ଼ ଝଟକା: ଦଳ ଛାଡିଲେ କେ. ପଲାନିସ୍ୱାମୀଙ୍କ ଭାଇ କେ.ବି.ଏସ.

July 7, 2026
Latest News

NEET-UG 2027 ରେ ବଡ଼ ପରିବର୍ତ୍ତନ: 5-6 ଦିନ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

July 7, 2026

ପରବର୍ତ୍ତୀ ଟି-୨୦ ସିରିଜରୁ ପ୍ରଶିକ୍ଷକ ଦାୟିତ୍ଵରୁ ମୁକ୍ତ ହେବେ ଗୌତମ ଗମ୍ଭୀର!: ଜାଣନ୍ତୁ କାହାକୁ ମିଳିବ ଦାୟିତ୍ଵ?

July 7, 2026

ଭାରତଠାରୁ ଇଣ୍ଡୋନେସିଆ କିଣିବ ସେହି କ୍ଷେପଣାସ୍ତ୍ର: ଯାହା ପାଇଁ ଭୟରେ ଥରୁଛି ପାକିସ୍ତାନ

July 7, 2026

ଲକ୍ଷ ଲକ୍ଷ NEET ପରୀକ୍ଷାର୍ଥୀଙ୍କ ପାଇଁ ରିଫଣ୍ଡ ପାଇବାର ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ

July 7, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.