Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ୧୮୭ ଦିନ ପରେ ସବୁଠୁ କମ ସକ୍ରିୟ ଆକ୍ରାନ୍ତ ମାମଲା
ଆଜିର ଖବର

କରୋନା ଅପଡେଟ୍: ୧୮୭ ଦିନ ପରେ ସବୁଠୁ କମ ସକ୍ରିୟ ଆକ୍ରାନ୍ତ ମାମଲା

September 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ୧୮୭ ଦିନ ପରେ ସକ୍ରିୟ ଆକ୍ରାନ୍ତ ମାମଲା ସବୁଠୁ କମ ରେକର୍ଡ କରାଯାଇଛି। ଦେଶରେ ଏବେ ୩ ଲକ୍ଷ ୧ ହଜାର ୬୪୦ ସକ୍ରିୟ ଆକ୍ରାନ୍ତ କେସ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଦେଶରେ ୩୧ ହଜାର ୯୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୫ ଲକ୍ଷ ୬୩ ହଜାର ୪୨୧ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୫୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧ ହଜାର ୬୪୦ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତଙ୍କ ପ୍ରାଣହାନୀ କରୋନାଜନିତ ମୃତ୍ୟୁ ସକ୍ରିୟ ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026
Latest News

ବନ୍ଦେ ମାତରମ୍ ଉପରେ ବଡ଼ ବୟାନ ଦେଲେ ମହମ୍ମଦ ଶାମି: ଜାଣିଲେ ଆଶ୍ଚର୍ଯ୍ୟ ହେବେ

August 5, 2026

ଓଡ଼ିଶା ସରକାରଙ୍କ ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

August 5, 2026

୭୪ ବର୍ଷରେ ଚିରବିଦାୟ ନେଲେ ଅଭିନେତା ପ୍ରଦୀପ ରାୱତ

August 5, 2026

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ବୁଧବାର ରାଶିଫଳ

August 5, 2026

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.