Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆୟୁଷ୍ମାନ ଭାରତ ପିଏମ୍‌ଜେଏୱାଇ ପୂରଣ କଲା ତିନିବର୍ଷ-ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଆଜିର ଖବର

ଆୟୁଷ୍ମାନ ଭାରତ ପିଏମ୍‌ଜେଏୱାଇ ପୂରଣ କଲା ତିନିବର୍ଷ-ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

September 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆୟୁଷ୍ମାନ ଭାରତ ପିଏମ୍‌ଜେଏୱାଇ ପୂରଣ କଲା ତିନିବର୍ଷ-ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: ବିଶ୍ୱର ସର୍ବବୃହତ୍ ସ୍ୱାସ୍ଥ୍ୟ ଯତ୍ନ ଯୋଜନା ଆୟୁଷ୍ମାନ ଭାରତ (ପିଏମ୍‌ଜେ ଏୱାଇ) ତିନିବର୍ଷ ସମ୍ପୂର୍ଣ୍ଣ କରିଥିବାରୁ ପ୍ରଧାନମନ୍ତ୍ରୀ ଏହାର ପ୍ରଶଂସା କରିଛନ୍ତି । ମାଇ ଗଭ୍ ଇଣ୍ଡିଆକୁ ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ।

“ସ୍ୱାସ୍ଥ୍ୟ ସେବା ଯତ୍ନର ମହତ୍ୱ ବିଗତ ବର୍ଷରେ ଜନସାଧାରଣ ଠିକ୍ ବୁଝି ପାରିଛନ୍ତି ।”
ଆମ ନାଗରିକମାନଙ୍କୁ ସର୍ବୋତ୍ତମ ଗୁଣାତ୍ମକ ଓ ଅଳ୍ପ ମୂଲ୍ୟରେ ସ୍ୱାସ୍ଥ୍ୟସେବା ଯୋଗାଇବାକୁ ଆମେ ଅଙ୍ଗୀକାରବଦ୍ଧ । ଆୟୁଷ୍ମାନ ଭାରତ-ପିଏମ୍‌ଜେୱାଇ ଏହି ଲକ୍ଷ୍ୟ ହାସଲ କରିବାର ମୁଖ୍ୟ ଆୟୁଧ ।

ଆୟୁଷ୍ମାନ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Latest News

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.