Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହି ଟ୍ରେନଗୁଡିକ ବାତିଲ ରହିବ
ଆଜିର ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହି ଟ୍ରେନଗୁଡିକ ବାତିଲ ରହିବ

September 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କୋଭିଡ୧୯ ମହାମାରୀ ସମୟରେ କେତେକ ଟ୍ରେନ ରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ନିମ୍ନରେ ଉଲ୍ଲେଖ କରାଯାଇଥିବା ସ୍ୱତନ୍ତ୍ର ଟ୍ରେନ୍ ବାତିଲ୍ କରିବାକୁ ନିଷ୍ପତ୍ତି ନିଆଯାଇଛି।

ସେପ୍ଟେମ୍ବର 30 ତାରିଖ ପର୍ଯ୍ୟନ୍ତ ବାତିଲ୍ ହେଉଥିବା ଟ୍ରେନ

A. 08431/08432 ପୁରୀ-କଟକ-ପୁରୀ ବିଶେଷ ଟ୍ରେନ

B. 08438/08437 କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ

C. 08461/08462 କଟକ-ପାରାଦୀପ-କଟକ ବିଶେଷ ଟ୍ରେନ

D. 08454/08453 କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ

ପୁରୀ-ଅନୁଗୁଳ ସ୍ପେସିଆଲ୍ ଆଂଶିକ ବାତିଲ୍

08428/08427 ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ସେପ୍ଟେମ୍ବର ମାସ 30 ତାରିଖ ପର୍ଯ୍ୟନ୍ତ ଉଭୟ ଦିଗରୁ ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ୍ ରହିବ ଏବଂ ତାଳଚେର ଓ ପୁରୀ ମଧ୍ୟରେ ଚଳାଚଳ କରିବ।

eastcoastrailway ଟ୍ରେନ ବାତିଲ
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.