Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୯ ହଜାର ୬୧୬ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୨୯ ହଜାର ୬୧୬ ଆକ୍ରାନ୍ତ ଚିହ୍ନଟ

September 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨୯ ହଜାର ୬୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୬ ଲକ୍ଷ ୨୪ ହଜାର ୪୧୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୬ ହଜାର ୬୫୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୭୬ ହଜାର ୩୧୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୧୬୨ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନାଜନିତ ମୃତ୍ୟୁ କରୋନା ଅପଡେଟ୍
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରମିକଙ୍କୁ ବଡ ଉପହାର : ୧୫ ଲକ୍ଷ ଶ୍ରମିକଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ବୀମା

May 1, 2026

RDC ତଦନ୍ତ କୁ ବ୍ୟାଙ୍କ ସଂଘର ଚ୍ୟାଲେଞ୍ଜ

May 1, 2026

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026
Latest News

ଶ୍ରମିକଙ୍କୁ ବଡ ଉପହାର : ୧୫ ଲକ୍ଷ ଶ୍ରମିକଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ବୀମା

May 1, 2026

RDC ତଦନ୍ତ କୁ ବ୍ୟାଙ୍କ ସଂଘର ଚ୍ୟାଲେଞ୍ଜ

May 1, 2026

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026

ସୁଧୀର ହତ୍ୟା ମାମଲା : ଆଉ ଦୁଇ ଦିନ ରିମାଣ୍ଡ ଅନୁମତି

May 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.