Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ଦ୍ଵାରା ବିଶାଳ ଗଣଧାରଣା: ପାସେଞ୍ଜର ଟ୍ରେନ ଚଳାଚଳ ପାଇଁ ଦାବି
ଆଜିର ଖବର

ବାଲୁଗାଁ ରେଳ ଷ୍ଟେସନରେ ଯାତ୍ରୀମାନଙ୍କ ଦ୍ଵାରା ବିଶାଳ ଗଣଧାରଣା: ପାସେଞ୍ଜର ଟ୍ରେନ ଚଳାଚଳ ପାଇଁ ଦାବି

September 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ରେଳ ଷ୍ଟେସନରୁ ନିୟମିତ ଯାତାୟତ କରୁଥିବା ଶତାଧିକ ରେଳ ଯାତ୍ରୀମାନେ ଏକ ବିଶାଳ ଗଣଧାରଣା ଦେଇଛନ୍ତି।

ଆଜି ପୂର୍ବାହ୍ନରେ ବାଲୁଗାଁ ରେଳ ଷ୍ଟେସନରେ ରେଳ ଯାତ୍ରୀମାନେ ଏକତ୍ରୀତ ହୋଇ ଶାନ୍ତିପୂର୍ଣ୍ଣ ଭାବେ ଏକ ବିଶାଳ ଗଣଧାରଣା ଦେଇଛନ୍ତି। ସୁରେଶ କୁମାର ପ୍ରଧାନ, ସୁଦେଶ କୁମାର ସେଠୀ, ରବି ନାରାୟଣ ଷଡଙ୍ଗୀ ଏବଂ ସମାଜସେବୀ ଅନନ୍ତ ଚରଣ ଖଟେଇଙ୍କ ନେତୃତ୍ୱରେ ଉକ୍ତ ଗଣଧାରଣା ଦିଆଯାଇଛି।

ଏହି ଅବସରରେ ବ୍ରହ୍ମପୁରରୁ ଭୁବନେଶ୍ୱରକୁ ଯାତାୟତ କରୁଥିବା ସମସ୍ତ ଲୋକାଲ ଟ୍ରେନ ଓ ପାସେଞ୍ଜର ଟ୍ରେନ ଚଳାଚଳ ଏବଂ ସମସ୍ତ ଟ୍ରେନ୍ ପାଇଁ ଅଣସଂରକ୍ଷିତ ଟିକେଟ ଓ ସିଜନାଲ୍ ଟିକେଟ ପ୍ରଦାନ ଦାବିରେ ଧାରଣାରତ ରେଳ ଯାତ୍ରୀମାନେ ବାଲୁଗାଁ ଷ୍ଟେସନ ମାଷ୍ଟର ସୁକାନ୍ତ ସାହୁଙ୍କ ମାଧ୍ୟମରେ ଏକ ଦାବିପତ୍ର ମାନ୍ୟବର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଦାନ କରିଛନ୍ତି। ଗଣଧାରଣା ସମୟରେ ରେଳଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ବାଲୁଗାଁ ରେଳ ସୁରକ୍ଷା ବଳ ଥାନାଧିକାରୀ ମହେଶ୍ୱର ଚଣ୍ଡରାୟଙ୍କ ସମେତ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ରୋଡ ବାଲୁଗାଁ ରେଳ ଷ୍ଟେସନ ବ୍ରହ୍ମପୁରରୁ ଭୁବନେଶ୍ୱର ରେଳ ଯାତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026
Latest News

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.