Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ ଆଲଟିମେଟ ମେଡିକେୟାରରେ ଫାର୍ମାସିଷ୍ଟ ଦିବସ ପାଳିତ
ଆଜିର ଖବର

ସମ ଆଲଟିମେଟ ମେଡିକେୟାରରେ ଫାର୍ମାସିଷ୍ଟ ଦିବସ ପାଳିତ

September 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସମ ଆଲଟିମେଟ ମେଡିକେୟାର ରେ ଶନିବାର ଦିନ ବିଶ୍ୱ ଫାର୍ମାସି ଦିବସ ପାଳିତ ହୋଇଯାଇଛି।

ଏହି ଅବସରରେ ହସ୍ପିଟାଲର ସିଇଓ ଡ଼ଃ ଶ୍ୱେତପଦ୍ମା ଦାଶ, ଚିଫ ଅଫ ମେଡିକାଲ ସର୍ଭିସେସ ଡ଼ଃ (ବ୍ରିଗେଡିଆର) ବିରାଜ ମୋହନ ମିଶ୍ର, ଫ।ର୍ମାସୀ ବିଭାଗ ମୁଖ୍ୟ ଶୁଭ୍ରକାନ୍ତ ନାୟକ, କ୍ଲିନିକାଲ ଫ।ର୍ମାକୋଲୋଜି ବିଭାଗର ମୁଖ୍ୟ ସନ୍ତୋଷ କୁମାର ନାୟକ ଏବଂ ଅନ୍ୟାନ୍ୟ ବିଭାଗର କର୍ମକର୍ତ୍ତା ଯୋଗ ଦେଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଫାର୍ମାସିଷ୍ଟ ମାନଙ୍କର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରିଥିଲେ।

‘ଫାର୍ମାସିଷ୍ଟ —ଅଲୱେଜଟ୍ରଷ୍ଟେଡ଼ଫରୟୋର ହେଲଥ’ ପ୍ରସଂଗ କୁ ନେଇ ହସ୍ପିଟାଲ ପକ୍ଷରୁ ସେପ୍ଟେମ୍ବର ୧୮ ତାରିଖରୁ ଆୟୋଜିତ ଫ।ର୍ମାସୀ ସପ୍ତାହ -୨୦୨୧ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହରେ ବିଭାଗର ବିଭିନ୍ନ ସଦସ୍ୟ ମାନଙ୍କୁ ଉପଢୌକନ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଏକ ସ୍ୱତନ୍ତ୍ର କେକ ମଧ୍ୟ କଟା ଯାଇଥିଲା।

ସାମାଜିକ ଦୂରତା ରକ୍ଷା କରିବା ସହ କୋଭିଡ ଗାଇଡ଼ଲାଇନ ପାଳନ କରି ଏହି କାର୍ଯ୍ୟକ୍ରମ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Latest News

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.