Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମସ୍‌ଜିଦ୍‌ରେ ମହିଳାଙ୍କ ପ୍ରବେଶ ନେଇ ମାମଲା ଗ୍ରହଣ କଲେ ସର୍ବୋଚ୍ଚ ନ୍ୟାୟାଳୟ
ଆଜିର ଖବର

ମସ୍‌ଜିଦ୍‌ରେ ମହିଳାଙ୍କ ପ୍ରବେଶ ନେଇ ମାମଲା ଗ୍ରହଣ କଲେ ସର୍ବୋଚ୍ଚ ନ୍ୟାୟାଳୟ

April 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହିଳା ମାନଙ୍କ ମସ୍‌ଜିଦ୍ ପ୍ରବେଶ ଏବଂ ପ୍ରାର୍ଥନା ଉପରେ ରହିଥିବା କଟକଣାକୁ ନେଇ ଦାୟର କରାଯାଇଥିବା ଏକ ମାମଲାକୁ ଗ୍ରହଣ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଜନୈକ ମହାରାଷ୍ଟ୍ର ଦମ୍ପତ୍ତି ମୁସଲିମ ମହିଳାଙ୍କ ମସ୍‌ଜିଦ୍‌ରେ ପ୍ରାର୍ଥନା ଉପରେ ରହିଥିବା କଟକଣା ଉଠାଇବାକୁ ନେଇ ଆବେଦନ କରିଥିଲେ। ମଙ୍ଗଳବାର ଏହି ମାମଲାକୁ ଗ୍ରହଣ କରିଛନ୍ତି ଏସ୍‌ ଏ ବୋବଡେ ଏବଂ ଏସ୍‌ ଅବ୍‌ଦୁଲ୍‌ ନଜୀରଙ୍କ ଦ୍ବାରା ଗଠିତ ଖଣ୍ଡପୀଠ। ନିକଟରେ ସବ୍ରିମାଳାରେ ମହିଳାଙ୍କ ପ୍ରବେଶ ନେଇ ରାୟ ଶୁଣାଇ ଥିବାରୁ ଏହି ମାମଲା ଗ୍ରହଣ କରାଯାଇଛି ବୋଲି କହିଛନ୍ତି ଖଣ୍ଡପୀଠ। ମୁମ୍ବାଇ ହାଜି ଅଲୀ ଦର୍ଘାରେ ମହିଳାଙ୍କ ପ୍ରବେଶକୁ ନେଇ ପୁଣେର ଦମ୍ପତ୍ତି ୟାସ୍ମିନ୍‌ ଜୁବେର ଅହମ୍ମଦ ଏବଂ ଜୁବେର ଅହମ୍ମଦଙ୍କ ପକ୍ଷରୁ ଏହି ଆବେଦନ କରାଯାଇଛି। ଏହା ସଂଖ୍ୟାଲଘୁ ମହିଳାଙ୍କ ଅଧିକାର କ୍ଷୁର୍ଣ୍ଣ କରୁଛି ବୋଲି କୋର୍ଟ କହିବା ସହିତ ଏ ନେଇ କେନ୍ଦ୍ର ସରକାର ଏବଂ ମୁସଲିମ ବୋର୍ଡ ମାନଙ୍କୁ ଏକ ନୋଟିସ୍‌ ଜାରି କରିଛନ୍ତି।

masjid supremecourt thesamikhsya women
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Latest News

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.