Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୫୩  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୫୩  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

September 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୦, କଟକରୁ ୭୧, ଯାଜପୁରରୁ ୩୯, ଜଗତସିଂହପୁରରୁ ୨୬, ବାଲେଶ୍ବରରୁ ୨୨, ମୟୂରଭଞ୍ଜରୁ ୧୮, ଝାରସୁଗୁଡାରୁ ୧୦, ସମ୍ବଲପୁରରୁ ୯, ଗଜପତିରୁ ୭, କେନ୍ଦ୍ରାପଡାରୁ ୭, ପୁରୀରୁ ୭, ଅନୁଗୁଳରୁ ୬, ଭଦ୍ରକରୁ ୬, ଢେଙ୍କାନାଳରୁ ୫, ନୟାଗଡରୁ ୫, ଗଞ୍ଜାମରୁ ୪, ସୁନ୍ଦରଗଡରୁ ୩, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୨, ମାଲକାନଗିରିରୁ ୨, ସୋନପୁରରୁ ୨, ବୌଦ୍ଧରୁ ୧, ଦେବଗଡରୁ ୧, କୋରାପୁଟରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୧ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୭୬୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୪୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୦ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.