Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅକ୍ଟୋବର ୩୦ ରେ ହେବ ତିନୋଟି ଲୋକସଭା ଏବଂ ୩୦ ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ
ଆଜିର ଖବର

ଅକ୍ଟୋବର ୩୦ ରେ ହେବ ତିନୋଟି ଲୋକସଭା ଏବଂ ୩୦ ଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ

September 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ତିନିଟି ଲୋକସଭା ଏବଂ ୩୦ ଟି ବିଧାନସଭା ଆସନ ପାଇଁ ଅକ୍ଟୋବର ୩୦ ତାରିଖରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏ ସମ୍ପର୍କରେ ନିର୍ବାଚନ ଆୟୋଗ ଆଜି ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଦାଦରା ନାଗର ହାଭେଲି, ଦାମନ ଏବଂ ଦିୟୁ ଏବଂ ମଧ୍ୟପ୍ରଦେଶର ଖଣ୍ଡୱା ଏବଂ ହିମାଚଳ ପ୍ରଦେଶର ମଣ୍ଡି ଲୋକସଭା ଆସନ ପାଇଁ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏହା ସହିତ ୧୪ ଟି ରାଜ୍ୟର ୩୦ ଟି ବିଧାନସଭା ଆସନରେ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହେବ।

ଜାଣନ୍ତୁ କେଉଁ ରାଜ୍ୟରେ କେତୋଟି ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ହେବ?:

୧- ଆନ୍ଧ୍ରପ୍ରଦେଶ- ଗୋଟିଏ ଆସନ।

୨- ଆସାମ- ପାଞ୍ଚଟି ଆସନ।

୩- ବିହାର- ଦୁଇଟି ଆସନ

୪- ହରିୟାଣା- ଗୋଟିଏ ଆସନ।

୫- ହିମାଚଳ ପ୍ରଦେଶ- ତିନୋଟି ଆସନ।

୬- କର୍ଣ୍ଣାଟକ- ଦୁଇଟି ଆସନ।

୭- ମଧ୍ୟପ୍ରଦେଶ- ତିନୋଟି ଆସନ।

୮- ମହାରାଷ୍ଟ୍ର- ଗୋଟିଏ ଆସନ।

୯- ମେଘାଳୟ – ତିନୋଟି ଆସନ।

୧୦- ମିଜୋରାମ- ଗୋଟିଏ ଆସନ।

୧୧- ନାଗାଲାଣ୍ଡ- ଗୋଟିଏ ଆସନ।

୧୨- ରାଜସ୍ଥାନ- ଦୁଇଟି ଆସନ।

୧୩- ତେଲେଙ୍ଗାନା- ଗୋଟିଏ ଆସନ।

୧୪- ପଶ୍ଚିମବଙ୍ଗ- ଚାରିଟି ଆସନ।

ଉପ-ନିର୍ବାଚନ ନିର୍ବାଚନ ଆୟୋଗ ବିଧାନସଭା ଆସନ ଲୋକସଭା ଆସନ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.