Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏପ୍ରିଲ୍‌ ୧୮ରୁ ଖରାଛୁଟି, ଗ୍ରୀଷ୍ମ ପ୍ରବାହକୁ ଲକ୍ଷ୍ୟ କରି ଆଗୁଆ ଛୁଟି ଘୋଷଣା
ଆଜିର ଖବର

ଏପ୍ରିଲ୍‌ ୧୮ରୁ ଖରାଛୁଟି, ଗ୍ରୀଷ୍ମ ପ୍ରବାହକୁ ଲକ୍ଷ୍ୟ କରି ଆଗୁଆ ଛୁଟି ଘୋଷଣା

April 16, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ ଏ ବିଷୟରେ ସୂଚନା ଦେଇଛନ୍ତି। ପୂର୍ବରୁ ମେ ୬ ତାରିଖର ହେବ ବୋଲି ସୂଚନା ରହିଥିଲା। ତେବେ ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।  ଆସନ୍ତା ୧୮ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। କେବେ ସ୍କୁଲ ଖୋଲିବ ସେ​‌ ନେଇ​‌ କୌଣସି ସୂଚନା ଦିଆଯାଇ ନାହିଁ। ଅସହ୍ୟ ତାତିରେ ସିଝୁଛି ସାରା ଓଡ଼ିଶା। ପ୍ରଚଣ୍ଡ ଖରାରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟରେ ଉପରମୁହାଁ ହେଲାଣି ପାରା। ପ୍ରାୟ ଜିଲ୍ଲାରେ ୪୦ ଡିଗ୍ରୀ ତଥା ତା’ ଉପରେ ତାପମାତ୍ରାର ରେକର୍ଡ କରାଯାଉଛି।

declares Odisha school summervacation thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026
Latest News

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

2026 T20 ବିଶ୍ୱକପ: ଆଜି ସୁପର 8 ପାଇଁ ସ୍ଥାନ ସୁରକ୍ଷିତ କରିପାରନ୍ତି ଏହି ଦୁଇଟି ଦଳ

February 17, 2026

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026

ଭାରତ ବଡ଼ କାର୍ଯ୍ୟାନୁଷ୍ଠାନ: ଜବତ କଲା ତିନୋଟି ଇରାନୀ ତେଲ ଟ୍ୟାଙ୍କର!

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.