Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୬୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ
ଆଜିର ଖବର

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୬୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

September 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୨୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୭ ଟି ଲୋକାଲ କେସ୍‌ ରହିଛ। ୫୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୬ ଜଣ, କଟକ ଜିଲ୍ଲାରୁ ୬୧, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୫, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ରଣପୁରରେ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି

July 2, 2026

ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା, ୧୪ ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ

July 2, 2026
Latest News

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026

ସି-ଲିପ୍ସ: ଡିଜିଟାଲ୍ ସଶକ୍ତୀକରଣରେ ବଦଳିବ ଲକ୍ଷପତି ଦିଦିଙ୍କ ଭବିଷ୍ୟତ

July 2, 2026

୭,୧୪୫ କୋଟିରେ କାନପୁର-କବରାଇ ଆକ୍ସେସ୍-କଣ୍ଟ୍ରୋଲ୍ଡ ରାଜପଥକୁ କ୍ୟାବିନେଟ୍‌ର ମଞ୍ଜୁରୀ

July 2, 2026

ଜନସଂଖ୍ୟା ପରିବର୍ତ୍ତନ ଅଧ୍ୟୟନ ପାଇଁ ରାଜ୍ୟ ଗସ୍ତ କରିବ ଉଚ୍ଚସ୍ତରୀୟ କମିଟି

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.